୨ ଅଗଷ୍ଟ, ଗୁରୁବାର: ଜାଣନ୍ତୁ କର୍ମକ୍ଷେତ୍ରରେ କେମିତି କଟିବ ଆଜିର ଦିନ

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାନମହୁରୀ ଖାଇ ଘରୁ ବାହାରନ୍ତୁ। ମିଥୁନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ଧନଲାଭର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ। କର୍କଟ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମାନ-ସମ୍ମାନ ମିଳିବ। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। […]

Rasiphala

Rakesh Mallick
  • Published: Thursday, 02 August 2018
  • , Updated: 02 August 2018, 07:36 AM IST

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାନମହୁରୀ ଖାଇ ଘରୁ ବାହାରନ୍ତୁ।

ମିଥୁନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ଧନଲାଭର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ।

କର୍କଟ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମାନ-ସମ୍ମାନ ମିଳିବ।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ପାରିବାରିକ ସମସ୍ୟାର ସମାଧାନ ହେବ।

କନ୍ୟା: କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ। ଚାକିରିକୁ ନେଇ ଚିନ୍ତିତ ରହିବେ। ଅଳେଇଚ ଖାଇ ଘରୁ ବାହାରନ୍ତୁ।

ତୁଳା: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ଚିନ୍ତିତ ରହିବେ।

ବିଛା: ବ୍ୟସ୍ତତା ଭିତରେ ଦିନ କଟିବ। ଯାନବାହନ ସୁଖ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଅଟକି ରହିଥିବା ଧନ ମିଳିବ। ପରିବାରରେ ହସଖୁସିର ବାତାବରଣ ରହିବ।

ମକର: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରନ୍ତୁ ନାହିଁ। ଅସୁସ୍ଥତା ଅନୁଭବ କରିବେ। ଗୁଡ଼ ଖାଇ ଘରୁ ବାହାରନ୍ତୁ।

କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ବିବାହ ସ୍ଥିର ହୋଇପାରେ। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ।

ମୀନ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ।

Related story