୨ ଡିସେମ୍ବର, ଶନିବାର; ସାଧାରଣ କଥାରୁ ଭୁଲ ବୁଝାମଣା ହୋଇପାରେ

ଜଗି ରଖି ଚଳନ୍ତୁ । ଭାଇ, ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ। ଶରୀର ସୁସ୍ଥ ରହିବ ।

Rashi

Representational Image

Niharika Rout
  • Published: Saturday, 02 December 2023
  • Updated: 02 December 2023, 07:42 AM IST

ମେଷ: ଜଗି ରଖି ଚଳନ୍ତୁ । ଭାଇ, ବନ୍ଧୁ ଓ ସମ୍ପର୍କୀୟଙ୍କ ସହ ମନାନ୍ତର ଯୋଗୁଁ ମନ ଭାରାକ୍ରାନ୍ତ ହୋଇପାରେ। ଶରୀର ସୁସ୍ଥ ରହିବ । ବକେୟା ଅର୍ଥ ହସ୍ତଗତ ହେବ ଏବଂ ବାଣିଜ୍ୟ ବ୍ୟବସାୟିକ କ୍ଷେତ୍ରରେ ସଫଳତା ମିଳିବ ।

ବୃଷ: ଯେକୈାଣସି ପରିସ୍ଥିତିରେ ବି ବୁଦ୍ଧି ବିବେକ ଖଟାଇ କାମ ହାସଲ କରିବେ । ନିଜର ଦକ୍ଷତା ଯୋଗ୍ୟତାକୁ ନେଇ ପ୍ରଶଂସିତ ହେବେ । ଅର୍ଥଲାଭ ସହିତ ଶୁଭଖବର ପାଇ ମନ ଖୁସି ହେବ ।ଛାତ୍ରଛାତ୍ରୀ ମାନେ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ ।

ମିଥୁନ: ସନ୍ତାନମାନଙ୍କର ସ୍ଵଭାଵ, ଆଚରଣ ବାପାମାଙ୍କ ମନରେ କଷ୍ଟ ଦେବ । ବ୍ୟବସାୟରେ କ୍ଷତି ସହିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ କୌଣସି କାରଣ ପାଇଁ ଚିନ୍ତାରେ ରହିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ଓ ବନ୍ଧୁଙ୍କର ଆଗମନ ହେବ ନୂତନ ବ୍ୟବସାୟ ପାଇଁ ଋଣ କରିପାରନ୍ତି ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ ।

ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ଫଳରେ ମନ ଭାରାକ୍ରାନ୍ତ ହେବ। ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭ କରି ନୂତନ କର୍ମାରମ୍ଭ କରିପାରନ୍ତି । କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ତୁଳନାରେ ବ୍ୟୟ ବୃଦ୍ଧି ଘଟିବ । ଛାତ୍ର ଛାତ୍ରୀ ପାଠପଢ଼ାରେ ମନୋନିବେଶ କରିବେ ।

ମୀନ: କର୍ମକ୍ଷେତ୍ରରେ କୈାଣସି ସଠିକ୍ ନିଷ୍ପତି ନେଇ ପାରିବେ ନାହିଁ । ପ୍ରତିବନ୍ଧକ କାରଣରୁ ଶେଷ ସମୟରେ ଯାତ୍ରା ସ୍ଥଗିତ ରହିଯିବ । ପାରିବାରିକ ଜୀବନ ସୁଖମୟ ହେବ । ସୁସ୍ୱାଦୁ ଭୋଜନ ମିଳିବ, କିନ୍ତୁ ସମସ୍ତ ଆଶା ଅଭିଳାଷ ବିଳମ୍ବରେ ପୂରଣ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story