୨ ଜାନୁଆରୀ, ବୁଧବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମିଥୁନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କ୍ୟାରିୟରରେ ପରିବର୍ତ୍ତନ କରିପାରନ୍ତି। କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି। ସିଂହ: ଅଧିକ ପରିଶ୍ରମ କରିବେ। […]

rasi

rasi

Tapaswini Nayak
  • Published: Wednesday, 02 January 2019
  • Updated: 02 January 2019, 07:35 AM IST

Sports

Latest News

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମିଥୁନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କ୍ୟାରିୟରରେ ପରିବର୍ତ୍ତନ କରିପାରନ୍ତି।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି।

ସିଂହ: ଅଧିକ ପରିଶ୍ରମ କରିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

କନ୍ୟା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ବିଚ୍ଛା: କ୍ରୀଡ଼ାକ୍ଷେତ୍ରରେ ଛାତ୍ରଛାତ୍ରୀମାନେ ସଫଳତା ପାଇବେ। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଉପହାର ମିଳିବାର ସମ୍ଭାବନା ରହିଛି।

ଧନୁ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ବନ୍ଧୁଙ୍କ ସହ ଦେଖା ହୋଇପାରେ। ମନୋରଞ୍ଜନ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ।

ମକର: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାନ-ସମ୍ମାନ ବଢ଼ିବ।

କୁମ୍ଭ: ପରିବାର ସଦସ୍ୟଙ୍କ ସହ ଆନନ୍ଦ ଉଲ୍ଲାସରେ ଦିନଟି କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ମୀନ: ପିଲାମାନଙ୍କ ସହ ସମୟ ବିତାଇବେ। ଧାର୍ମିକସ୍ଥଳକୁ ବୁଲିବାକୁ ଯାଇପାରନ୍ତି। ନୂଆ ବସ୍ତ୍ର କିଣିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos