୨ ଜାନୁଆରୀ, ବୁଧବାର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ। ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମିଥୁନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କ୍ୟାରିୟରରେ ପରିବର୍ତ୍ତନ କରିପାରନ୍ତି। କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି। ସିଂହ: ଅଧିକ ପରିଶ୍ରମ କରିବେ। […]

rasi

Tapaswini Nayak
  • Published: Wednesday, 02 January 2019
  • , Updated: 02 January 2019, 07:35 AM IST

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ।

ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମିଥୁନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। କ୍ୟାରିୟରରେ ପରିବର୍ତ୍ତନ କରିପାରନ୍ତି।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିପାରନ୍ତି।

ସିଂହ: ଅଧିକ ପରିଶ୍ରମ କରିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

କନ୍ୟା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ବିଚ୍ଛା: କ୍ରୀଡ଼ାକ୍ଷେତ୍ରରେ ଛାତ୍ରଛାତ୍ରୀମାନେ ସଫଳତା ପାଇବେ। ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଉପହାର ମିଳିବାର ସମ୍ଭାବନା ରହିଛି।

ଧନୁ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ବନ୍ଧୁଙ୍କ ସହ ଦେଖା ହୋଇପାରେ। ମନୋରଞ୍ଜନ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ।

ମକର: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ମାନ-ସମ୍ମାନ ବଢ଼ିବ।

କୁମ୍ଭ: ପରିବାର ସଦସ୍ୟଙ୍କ ସହ ଆନନ୍ଦ ଉଲ୍ଲାସରେ ଦିନଟି କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ମୀନ: ପିଲାମାନଙ୍କ ସହ ସମୟ ବିତାଇବେ। ଧାର୍ମିକସ୍ଥଳକୁ ବୁଲିବାକୁ ଯାଇପାରନ୍ତି। ନୂଆ ବସ୍ତ୍ର କିଣିପାରନ୍ତି।

Related story