୨ ନଭେମ୍ବର, ବୁଧବାର: ଅର୍ଥ କିମ୍ବା ଦ୍ରବ୍ୟହାନୀ ହୋଇପାରେ

ମେଷ: ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦୂର ହୋଇଯିବ । ଅର୍ଥ କିମ୍ବା ଦ୍ରବ୍ୟହାନୀ ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ବୃଷ: ଆଜି କର୍ମୋନ୍ନତି, ସମ୍ମାନ ପ୍ରାପ୍ତିର ଯୋଗ ରହିବା ସହ ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା […]

RASI

RASI

Niharika Rout
  • Published: Wednesday, 02 November 2022
  • Updated: 02 November 2022, 07:42 AM IST

Sports

Latest News

ମେଷ: ପାରିବାରିକ କ୍ଷେତ୍ରରେ ମନାନ୍ତର ମତାନ୍ତର ଦୂର ହୋଇଯିବ । ଅର୍ଥ କିମ୍ବା ଦ୍ରବ୍ୟହାନୀ ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଆଶଙ୍କାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।

ବୃଷ: ଆଜି କର୍ମୋନ୍ନତି, ସମ୍ମାନ ପ୍ରାପ୍ତିର ଯୋଗ ରହିବା ସହ ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ ।

ମିଥୁନ: ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ, ଶତୃମାନେ ପରାଜିତ ହେବେ । ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜିଯାଇପାରେ, ବିଦ୍ୟାର୍ଥିମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ ।

କର୍କଟ: ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନ ସୃଷ୍ଟି ହୋଇପାରେ, କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

ସିଂହ: ଆଜି ମନ ଅସ୍ଥିର ରହିବ, କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ଏଜେନ୍ସି , ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ ।

କନ୍ୟା: କାର୍ଯ୍ୟ ଦକ୍ଷତାକୁ ଦେଖି ବନ୍ଧୁମାନେ ପ୍ରଶଂସା କରିବେ ଓ ସାହାଯ୍ୟ କରିବେ ବୋଲି କଥା ଦେବେ । ବହୁଦିନରୁ ଅପେକ୍ଷା କରିଥିବା କାର୍ଯ୍ୟ ପାଇଁ ଶୁଭ ଖବର ପ୍ରାପ୍ତି ହେବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ତୁଳା:  ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ। ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ପୁନର୍ବାର ଆରମ୍ଭ କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ। କୌଣସି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ ।

ବିଛା:ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଯେକୌଣସି ମତେ  ଅର୍ଥ ରୋଜଗାର ହେବ। କର୍ମକ୍ଷେତ୍ରରେ କିଛି ଛୋଟ ଘଟଣାକୁ ନେଇ ଅପଦସ୍ତ ହେଇପାରନ୍ତି।

ଧନୁ:ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ ।

ମକର:କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

କୁମ୍ଭ :ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭ ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିପାରନ୍ତି।

ମୀନ:କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ।  ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story