୨ ସେପ୍ଟେମ୍ବର, ଶନିବାର: କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି

ଆର୍ଥିକ ଅଭିବୃଦ୍ଧି ଘଟିବ । କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି ।

Rashi

Representational Image

Niharika Rout
  • Published: Saturday, 02 September 2023
  • Updated: 02 September 2023, 07:50 AM IST

Sports

Latest News

ମେଷ:  ଦାମ୍ପତ୍ୟ ଜୀବନରେ ମନାନ୍ତର ମତାନ୍ତର ଦୂର ହୋଇଯିବ । ପାରିବାରିକ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ । ଛାତ୍ରଛାତ୍ରୀ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିବେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ବୃଷ:  ଆର୍ଥିକ ଅଭିବୃଦ୍ଧି ଘଟିବ । କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ । ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ।

ମିଥୁନ: ଶତ୍ରୁମାନେ ପରାଜିତ ହେବେ । ବହୁ ପ୍ରତିକ୍ଷୀତ ଶୁଭ ସମାଚାର ମିଳିବ । ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜିଯାଇପାରେ । ଏଣୁ ସତର୍କତା ଅବଲମ୍ବନ କରନ୍ତୁ। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ ।

କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ । ଶତ୍ରୁମାନେ ମିତ୍ର ଭାବ ଆଚରଣ କରିବେ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର : ସ୍ୱାସ୍ଥ୍ୟ ଆଗ ଅପେକ୍ଷା ବହୁତ ଭଲ ରହିବ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇଲେ ମଧ୍ୟ ଅଶାନ୍ତି ସୃଷ୍ଟି ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଭ୍ରମଣ କରିବେ ଓ ସୁସ୍ୱାଦୁ ଭୋଜନ କରିବେ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ । ଆୟ ବୃଦ୍ଧି ପାଇବ ଏବଂ ବ୍ୟବସାୟ, ବାଣିଜ୍ୟ ପରିବହନ କ୍ଷେତ୍ରରେ ସଫଳତା ହାସଲ କରିବେ । ପିତା ମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଚିନ୍ତିତ ରହିବା ସହ ଚିକିତ୍ସକଙ୍କ ପରାମର୍ଶ ନେବେ।

ମୀନ: ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ ଏବଂ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ଶତ୍ରୁମାନେ ପରାଜିତ ହେବେ, ବିଚାରଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରେ ସଫଳତା ହାସଲ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story