୨ ଅଗଷ୍ଟ, ସୋମବାର: ଦାମ୍ପତ୍ୟ କଳହର ଅବସାନ ଘଟିବ

ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନା ବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ, ଆକସ୍ମିକ ଅର୍ଥ ଲାଭ ହେବ । ପ୍ରତିକାର:  ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ। ବୃଷ: ଆଜି ପିଲାମାନଙ୍କ କାର୍ଯ୍ୟକୁ ନେଇ ଦୁଶ୍ଚିନ୍ତା ବଢ଼ିପାରେ। ଭଲ ସମ୍ପର୍କ ରହିଥିବା ବନ୍ଧୁ ପରିସ୍ଥିତି ଚାପରେ […]

RASI

RASI

Niharika Rout
  • Published: Monday, 02 August 2021
  • Updated: 02 August 2021, 08:31 AM IST

Sports

Latest News

ମେଷ: ଦାମ୍ପତ୍ୟ କଳହର ଅବସାନ ଘଟିବ । ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନା ବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ, ଆକସ୍ମିକ ଅର୍ଥ ଲାଭ ହେବ । ପ୍ରତିକାର:  ଅସହାୟ ବ୍ୟକ୍ତିକୁ କିଛି ଖାଦ୍ୟ ଖାଇବାକୁ ଦିଅନ୍ତୁ।

ବୃଷ: ଆଜି ପିଲାମାନଙ୍କ କାର୍ଯ୍ୟକୁ ନେଇ ଦୁଶ୍ଚିନ୍ତା ବଢ଼ିପାରେ। ଭଲ ସମ୍ପର୍କ ରହିଥିବା ବନ୍ଧୁ ପରିସ୍ଥିତି ଚାପରେ ପଡ଼ି ଦୂରେଇ ଯିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ। ଜମିବାଡ଼ି ସମ୍ପର୍କିତ ସମସ୍ୟାର ସମାଧାନ କରିବେ ।  ପ୍ରତିକାର:  ମା’ ଲକ୍ଷ୍ମୀଙ୍କ ଗାୟତ୍ରୀ ମନ୍ତ୍ରକୁ ଦଶ ଥର ଜପ କରନ୍ତୁ।

ମିଥୁନ: ଶାରୀରିକ ପୀଡ଼ା ଦେଖାଦେଇପାରେ, ଅନାବଶ୍ୟକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । କିଛି ନୂଆ ଜିନିଷ ଘରକୁ ଆଣିପାରନ୍ତି । ସଂଗଠନ, ରାଜନୀତି, କଳା, ସାହିତ୍ୟ କ୍ଷେତ୍ରରେ ଶୁଭଫଳ ପାଇବେ।   ପ୍ରତିକାର:  ଶିବ ପଞ୍ଚାକ୍ଷର ମନ୍ତ୍ର ପାଠ କରନ୍ତୁ।

କର୍କଟ: ଆଜି ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ମନାନ୍ତର ଦେଖାଦେଇପାରେ। ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟ ସାଧନ କରିବେ। କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ।   ପ୍ରତିକାର: ତୁଳସୀ ମୂଳରେ ପାଣି ଢାଳନ୍ତୁ, ତୁଳସୀ ମୂଳର ମାଟି ମଥାରେ ଲଗାନ୍ତୁ।

ସିଂହ: ଆଜି ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ହୋଇପାରନ୍ତି। ଅଟକି ରହିଯାଇଥିବା କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବେ। ପାରିବାରିକ ସମସ୍ୟାର ସମାଧାନ ଘଟିବ । ଏ ଦିଗରେ ଜଣେ ବନ୍ଧୁଙ୍କ ସାହାଯ୍ୟ ଆପଣଙ୍କୁ ଅନେକାଂଶରେ ସଫଳତା ଆଣିଦେବ ।  ପ୍ରତିକାର:  ସୂର୍ଯ୍ୟଙ୍କୁ ଅର୍ଘ୍ୟ ଅର୍ପଣ କରନ୍ତୁ।

କନ୍ୟା: ଆଜି ପରିବାରରେ ସମସ୍ୟା ବଢ଼ିପାରେ । ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନେଗେଟିଭ୍ ଚିନ୍ତାଧାରା ମନକୁ ଆକ୍ରାନ୍ତ କରିବ । ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ।

ତୁଳା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟିର ଆଶଙ୍କା ରହିଛି  । ଆତ୍ମୀୟମାନେ ସମାଲୋଚନା କରିପାରନ୍ତି । ବହୁ ଦିନରୁ ଆଶା କରିଥିବା କାମଟିରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟକର ହେବ ।    ପ୍ରତିକାର:  ସାତୋଟି ନୀଳ ଅପରାଜିତା ଫୁଲ ମା କାଳୀଙ୍କୁ ଚଢାନ୍ତୁ ଓ ସାତଟି କଳାମିଠା ଭୋଗ କରନ୍ତୁ।

ବିଛା: ଆଜି ଆପଣଙ୍କୁ ନିଜର କେହି ଜଣେ ବ୍ୟକ୍ତି ପରୋକ୍ଷ ଭାବେ ଆକ୍ଷେପ କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ଉଚ୍ଚ ସମ୍ମାନ ଓ ବସ୍ତ୍ର ଆଭୂଷଣ ପ୍ରାପ୍ତି ଯୋଗ ରହିଛି  । ଅସାବଧାନତା କାରଣରୁ କୌଣସି ଜିନିଷ ହଜିଯିବାର ସମ୍ଭାବନା ରହିଛି।  ପ୍ରତିକାର: ଶୁଭଫଳ ପାଇବା ପାଇଁ ହନୁମାନଙ୍କ ପାଖରେ ରାଶି ତେଲରେ ଦୀପଟିଏ ଜାଳନ୍ତୁ ।

ଧନୁ: ଆଜି ଆକସ୍ମିକ ଭାବରେ ବନ୍ଧୁମାନଙ୍କ ଦୂର ସ୍ଥାନକୁ ଯାଇପାରନ୍ତି । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପାରଷ୍ପରିକ ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ । ବାଣିଜ୍ୟରେ ଆଶାନୁରୂପ ଲାଭବାନ ହେବେ ।   ପ୍ରତିକାର: ଶୁଭଫଳ ପାଇଁ ଗାୟତ୍ରୀ ମନ୍ତ୍ରକୁ ୨୭ଥର ପାଠ କରନ୍ତୁ।

ମକର: ଆଜି ଆପଣ ଅସମ୍ପୂର୍ଣ୍ଣ କାଯର୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଭାତୃ ସମ୍ପର୍କରେ ମତଭେଦ ଦେଖାଦେଇପାରେ। ଘରୋଇ କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ । ଆର୍ଥିକ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ।   ପ୍ରତିକାର: ଅଶ୍ବତ୍ଥ ବୃକ୍ଷ ମୂଳରେ କଞ୍ଚା କ୍ଷୀରରେ କଳାରାଶି ମିଶାଇ ଢାଳନ୍ତୁ।

କୁମ୍ଭ: ଆଜି କର୍ମ କ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତତ୍ସଙ୍ଗ ପ୍ରତି ମନ ବଳିବ । ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ। ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ।   ପ୍ରତିକାର: ଓଁ ନମଃ ଶିବାୟ ମନ୍ତ୍ରରେ ୫ଟି ତ୍ରୀଶାଖା ବେଲପତ୍ର ଶିବଲିଙ୍ଗ ଉପରେ ଚଢାନ୍ତୁ ।

ମୀନ: ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।  ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଭଲ ରହିବ। ହଠାତ୍ ହଜି ଯାଇଥିବା ବ୍ୟକ୍ତି, ଚୋରି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି ।   ପ୍ରତିକାର:  ଶୁଭଫଳ ପାଇବା ପାଇଁ ରକ୍ତ ଚନ୍ଦନର ଟିକା ମଥାରେ ଲଗାନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story