୨ ଫେବ୍ରୁଆରୀ, ବୁଧବାର: ମନ ଅସ୍ଥିର ରହିବ

ମେଷ: ପାରିବାରିକ କ୍ଷେତ୍ରରେ ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ମିଥୁନ:  ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ । କର୍କଟ: ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ […]

RASI

RASI

Tapaswini Nayak
  • Published: Wednesday, 02 February 2022
  • Updated: 02 February 2022, 07:54 AM IST

Sports

Latest News

ମେଷ: ପାରିବାରିକ କ୍ଷେତ୍ରରେ ମତାନ୍ତର ଦୂର ହୋଇଯିବ। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।

ବୃଷ: ମାନ-ସମ୍ମାନ ବୃଦ୍ଧି ହେବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ।

ମିଥୁନ:  ଦିନଟି ଭଲରେ କଟିବ। ଶତ୍ରୁମାନେ ପରାଜିତ ହେବେ। ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ ।

କର୍କଟ: ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇ ପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି। ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି।

 ସିଂହ: ଆଜି ମନ ଅସ୍ଥିର ରହିବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ ।

କନ୍ୟା: ଆଜି ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରି ପାରିବେ। ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ। ବିଭିନ୍ନ ସମସ୍ୟାର ସମାଧାନ ହେବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ବିଛା: ପାରିବାରିକ କ୍ଷେତ୍ରରେ ମତାନ୍ତର ଦେଖାଦେଇପାରେ। କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଘର ପାଇଁ କିଛି ଜିନିଷ କିଣିପାରନ୍ତି।

ଧନୁ: ଆଜି ସମସ୍ତ ଆଶା ଓ ଆକାଂକ୍ଷା ପୂରଣ ହେବ। କର୍ମକ୍ଷେତ୍ରରେ ସାଧାରଣ ସମସ୍ୟା ଆସିଲେ ମଧ୍ୟ ତାହାକୁ ଚତୁରତାର ସହ  ସାମ୍ନା କରି  କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ଆଜି ଆତ୍ମୀୟ ସ୍ୱଜନଙ୍କ ଗହଣରେ ଦିନଟି ହସଖୁସିରେ ଅତିବାହିତ କରିବେ। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ଅଗ୍ନି ଜଳ ଓ ବିଦ୍ୟୁତ୍ ପ୍ରତି ସାବଧାନ ରହିବା ଭଲ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ସ୍ତ୍ରୀଙ୍କ ସହ ମନୋମାଳିନ ହୋଇପାରେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ।

ମୀନ: ଆତ୍ମିୟଙ୍କ ସାହାଯ୍ୟ ସହଯୋଗ ପାଇ ଆନନ୍ଦିତ ହେବେ। ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯାଗ ରହିଛି। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story