୩ ଡିସେମ୍ୱର, ସୋମବାର: ମନ ବିଚଳିତ ରହିବ

ମେଷ: ଘରେ ହସଖୁସିର ବାତାବରଣ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣି ପାରନ୍ତି। ବୃଷ: ଖର୍ଚ୍ଚ ବଢ଼ିବ। ଚିନ୍ତିତ ରହିବେ। ମଧ୍ୟାହ୍ନ ପରେ ମନ ପ୍ରଫୁଲ୍ଲିତ ରହିବ। ସୁସ୍ଥ ରହିବେ। ମିଥୁନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କର୍କଟ: ବ୍ୟବସାୟରେ ଲାଭ ମିଳିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ସିଂହ: ମିଠା କଥା କହି ଲୋକଙ୍କ ମନ ଜିତିବେ। […]

Rasi-Fala-

Jyoshna Pradhan
  • Published: Monday, 03 December 2018
  • , Updated: 03 December 2018, 07:29 AM IST

ମେଷ: ଘରେ ହସଖୁସିର ବାତାବରଣ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣି ପାରନ୍ତି।

ବୃଷ: ଖର୍ଚ୍ଚ ବଢ଼ିବ। ଚିନ୍ତିତ ରହିବେ। ମଧ୍ୟାହ୍ନ ପରେ ମନ ପ୍ରଫୁଲ୍ଲିତ ରହିବ। ସୁସ୍ଥ ରହିବେ।

ମିଥୁନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ବ୍ୟବସାୟରେ ଲାଭ ମିଳିବ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ସିଂହ: ମିଠା କଥା କହି ଲୋକଙ୍କ ମନ ଜିତିବେ। ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: ଦିନଟି ଭଲରେ କଟିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଧନପ୍ରାପ୍ତି ଯୋଗ ରହିଛି।

ତୁଳା: ଶରୀରର ଯତ୍ନ ନିଅନ୍ତୁ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ଅନ୍ୟଙ୍କୁ ସାହାଯ୍ୟ କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ଧନୁ: ମନ ବିଚଳିତ ରହିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ରହିବେ। ମାନ-ସମ୍ମାନ ମିଳିବ।

ମକର: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ।

ମୀନ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି।

 

Related story