୩ ଫେବୃଆରୀ, ରବିବାର: ଦ୍ୱନ୍ଦ୍ୱ ଭିତରେ ରହିବେ

ମେଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦ୍ୱନ୍ଦ୍ୱ ଭିତରେ ରହିବେ। ବୃଷ: ଅସୁସ୍ଥ ଅନୁଭବ କରିବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। ଦ୍ୱନ୍ଦ୍ୱ ପଡ଼ନ୍ତୁ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। […]

Rasi-Fala

Rasi-Fala

Jyoshna Pradhan
  • Published: Sunday, 03 February 2019
  • Updated: 03 February 2019, 07:35 AM IST

Sports

Latest News

ମେଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦ୍ୱନ୍ଦ୍ୱ ଭିତରେ ରହିବେ।

ବୃଷ: ଅସୁସ୍ଥ ଅନୁଭବ କରିବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। ଦ୍ୱନ୍ଦ୍ୱ ପଡ଼ନ୍ତୁ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ସିଂହ: ସାହିତ୍ୟ-କଳା କ୍ଷେତ୍ରରେ ରୁଚି ବଢ଼ିବ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

କନ୍ୟା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମଧ୍ୟାହ୍ଣ ପରେ ଶରୀର ଫୂର୍ତ୍ତି ରହିବ।

ବିଚ୍ଛା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଦ୍ୱନ୍ଦ୍ୱ ଭିତରେ ରହିବେ। ଭାଗ୍ୟ ବୃଦ୍ଧି ହେବ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ମକର: ଆଇନ୍‌ଗତ ମାମଲାରେ ବିଜୟୀ ହେବେ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ। କୌଣସି ନିଷ୍ପତ୍ତି ନେବା ବେଳେ ଦ୍ୱନ୍ଦ୍ୱରେ ରୁହନ୍ତୁ ନାହିଁ।

କୁମ୍ଭ: ଦିନଟି ଭଲରେ କଟିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story