୩ ଫେବ୍ରୁଆରୀ,ଶନିବାର; ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ

କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

Rasi

representation image

Tapaswini Nayak
  • Published: Saturday, 03 February 2024
  • Updated: 03 February 2024, 08:02 AM IST

Sports

Latest News

ମେଷ: ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର ନକରି କାମ କଲେ ଅପଦସ୍ଥ ହୋଇପାରନ୍ତି। ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ।ବନ୍ଧୁମାନଙ୍କ କଥାବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ।

ବୃଷ: ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ପାଇ ବହୁଦିନର ଆଶା ପୂରଣ କରିବେ। ଦେହ ମନ ସୁସ୍ଥ ରହିବ। ନିର୍ମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ। ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

Also Read

ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା କାମକୁ ଆଜି ଶେଷ କରିବାକୁ ସକ୍ଷମ ହେବେ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ ।

କର୍କଟ: ଆଜି ଯଗିରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପଡିବେ। ମତପାର୍ଥକ୍ୟ ଜନିତ ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ପରିବାରରେ ଛୋଟ ଛୋଟ କଥାକୁ ନେଇ ମନୋମାଳିନ୍ୟ, ସନ୍ଦେହ ଓ ଭୁଲ୍ ବୁଝାମଣା ଦେଖାଦେଇପାରେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ । ବିଳମ୍ବରେ ହେଲେ ମଧ୍ୟ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ଉପଶମ ହେବ । ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ: ସାମାନ୍ୟ କଥାବାର୍ତ୍ତାକୁ ନେଇ ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ। ଏଣୁ ଜଗିରଖି ଚଳନ୍ତୁ । କର୍ମକ୍ଷେତ୍ରରେ ଯେତିକି ସୁବିଧା ସୁଯୋଗ ପାଇବା କଥା ସେଥିରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ। ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ।

ମୀନ: ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ । ପରିକ୍ଷାର୍ଥୀମାନ ଲିଖିତ ଓ ମୌଖିକ ପରୀକ୍ଷାରେ କୃତକାର୍ଯ୍ୟ ହେବା ସହିତ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ପାଇବ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story