୩ ନଭେମ୍ବର,ବୁଧବାର: ଅଫିସ୍‌ରେ ନୂଆ ଦାୟିତ୍ୱ ମିଳିପାରେ

ମେଷ: କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆତ୍ମବିଶ୍ୱାସ ଦୃଢ଼ ରହିବ। ବୃଷ: ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। କଠିନ ପରିଶ୍ରମ କରିବେ। ସାମାଜିକ ପତିଆରା ବଜାୟ ରହିବ। ମିଥୁନ: ପରୋକ୍ଷରେ ଶତ୍ରୁମାନଙ୍କୁ ପ୍ରତିହତ କରିବେ। ବହୁତ ଦିନରୁ ବାକି ପଡ଼ିଥିବା ଟଙ୍କା ମିଳିଯିବ। ଆଶା କରିଥିବା କାମ ସମ୍ପନ୍ନ ହେବ। କର୍କଟ: ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ପତିପତ୍ନୀଙ୍କ ମଧ୍ୟରେ ଭଲ ବୁଝାମଣା ରହିବ। ସିଂହ: ପରିବାରଜନଙ୍କ ଉନ୍ନତିରେ ଖୁସି ହେବେ। ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ […]

RASI

RASI

Tapaswini Nayak
  • Published: Wednesday, 03 November 2021
  • Updated: 03 November 2021, 07:57 AM IST

ମେଷ: କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆତ୍ମବିଶ୍ୱାସ ଦୃଢ଼ ରହିବ।

ବୃଷ: ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। କଠିନ ପରିଶ୍ରମ କରିବେ। ସାମାଜିକ ପତିଆରା ବଜାୟ ରହିବ।

ମିଥୁନ: ପରୋକ୍ଷରେ ଶତ୍ରୁମାନଙ୍କୁ ପ୍ରତିହତ କରିବେ। ବହୁତ ଦିନରୁ ବାକି ପଡ଼ିଥିବା ଟଙ୍କା ମିଳିଯିବ। ଆଶା କରିଥିବା କାମ ସମ୍ପନ୍ନ ହେବ।

କର୍କଟ: ବନ୍ଧୁଙ୍କ ଦ୍ୱାରା ଉପକୃତ ହେବେ। ପତିପତ୍ନୀଙ୍କ ମଧ୍ୟରେ ଭଲ ବୁଝାମଣା ରହିବ।

ସିଂହ: ପରିବାରଜନଙ୍କ ଉନ୍ନତିରେ ଖୁସି ହେବେ। ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ ମନ ଦେବେ।

କନ୍ୟା: ଅଫିସ୍‌ରେ ନୂଆ ଦାୟିତ୍ୱ ମିଳିପାରେ। ମନୋକାମନା ପୂରଣ ହେବ। କୌଣସି କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇପାରନ୍ତି।

ତୁଳା: ସାମ୍ବାଦିକତା କ୍ଷେତ୍ରରେ ଥିବା ଲୋକେ ପ୍ରଶଂସିତ ହେବେ। କୌଣସି ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ।

ବିଚ୍ଛା: ସମସ୍ତ ଜରୁରୀ କାର୍ଯ୍ୟ ଠିକ୍‌ ଭାବେ ସଂପନ୍ନ ହେବ। କାମ କରିବା ପାଇଁ ଭଲ ବାତାବରଣ ମିଳିବ। ସୁସ୍ୱାଦୁ ଖାଦ୍ୟ ଖାଇବେ।

ଧନୁ: କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉପୁଜିଥିବା ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଘଟିବ।

ମକର: ଶରୀର ସୁସ୍ଥ ରହିବ। କାର୍ଯ୍ୟଭାର ବଢ଼ିପାରେ। ପଢ଼ାପଢ଼ିରେ ମନ ଦେବେ।

କୁମ୍ଭ: ଦିନଟି ଭଲରେ କଟିବ। ଆୟର ନୂଆ ପନ୍ଥା ମିଳିପାରେ। ବିଦେଶରୁ ଶୁଭ ଖବର ପାଇବେ।

ମୀନ: ଜମିବାଡ଼ି ଅବା ଘରକୁ ନେଇ ଭାଇମାନଙ୍କ ସହିତ ବିବାଦ ଲାଗି ରହିଥିଲେ, ଆଜି ତା’ର ସମାଧାନ ହୋଇଯାଇପାରେ। କାହାକୁ ଉପହାସ କରନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ ମନ ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story