୩୦ ଡିସେମ୍ବର,ଗୁରୁବାର: ବିଦ୍ୟାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ

ମେଷ: ସମସ୍ତ ଦିଗରେ ସଫଳତା ହାସଲ କରିବେ। ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ। ନିଜ ପାଇଁ କିମ୍ବା ଘର ପାଇଁ ନୂଆ ଦ୍ରବ୍ୟ କିଣାକିଣି କରିବେ। ବୃଷ: ଏଣୁ ତେଣୁ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳ ପାଇବେ। ମିଥୁନ: ଆଜିର ଦିନଟି ଭଲରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। […]

RASI

RASI

Tapaswini Nayak
  • Published: Thursday, 30 December 2021
  • Updated: 30 December 2021, 07:37 AM IST

Sports

Latest News

ମେଷ: ସମସ୍ତ ଦିଗରେ ସଫଳତା ହାସଲ କରିବେ। ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ। ନିଜ ପାଇଁ କିମ୍ବା ଘର ପାଇଁ ନୂଆ ଦ୍ରବ୍ୟ କିଣାକିଣି କରିବେ।

ବୃଷ: ଏଣୁ ତେଣୁ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ମଧ୍ୟାହ୍ନ ପରେ ଭାବିଚିନ୍ତି କାର୍ଯ୍ୟକଲେ ସୁଫଳ ପାଇବେ।

ମିଥୁନ: ଆଜିର ଦିନଟି ଭଲରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିବେ। ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ।

କର୍କଟ: କର୍ମକ୍ଷେତ୍ରର ଉଚ୍ଚ କର୍ତ୍ତୃପକ୍ଷ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଅପ୍ରିୟ ସତ୍ୟକଥା କହି ଦୋଷୀ ସାବ୍ୟସ୍ତ ହୋଇ ମନସ୍ତାପ କରିବେ।

ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ। ଯାହାଫଳରେ ଧାର କରଜ କରିବାକୁ ପଡିପାରେ। ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ।

କନ୍ୟା: ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ମହିଳାମାନେ ଘରେ ବିଭିନ୍ନ ପ୍ରକାରର କାର୍ଯ୍ୟରେ ବ୍ୟସ୍ତ ରହିବେ। ଅର୍ଥ ଓ ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବ।

ତୁଳା: ଗୃହସ୍ଥ ଜୀବନରେ ସୁଖ ଓ ଶାନ୍ତି ରହିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ବିଚ୍ଛା: ବିଦ୍ୟାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବାଦ-ବିବାଦ କରନ୍ତୁ ନାହିଁ। ମାନ-ସମ୍ମାନ ବଢ଼ିବ।

ମକର: ବହୁ ଦିନର ସ୍ୱପ୍ନ ଆଜି ବାସ୍ତବରେ ପରିଣତ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତ କରିବେ। ଘରକୁ ଅତିଥି ଆସିପାରନ୍ତି। ନୂଆ ଜାଗା କିଣି ପାରନ୍ତି।

କୁମ୍ଭ: ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।ଶତ୍ରୁମାନେ ପରାସ୍ତ ହେବେ।

ମୀନ: ନୂତନ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଘର କାର୍ଯ୍ୟକୁ ନେଇ ବ୍ୟସ୍ତ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story