୩୦ ନଭେମ୍ୱର, ଶୁକ୍ରବାର: ଏହି ରାଶିର ଲୋକେ ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଅଳସୁଆ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବ୍ୟସ୍ତତା ଭିତରେ ରହିବେ। ବୃଷ: ଆତ୍ମବିଶ୍ୱାସ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମିଥୁନ: ନୂତନ ବ୍ୟବସାୟ କରିବାକୁ ଯୋଜନା କରିପାରନ୍ତି। ଚାକିରିଆଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସୁସ୍ଥ ରହିବେ। କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହେବ। ଆୟ ଅନୁସାରେ ବ୍ୟୟ ବଢ଼ିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସିଂହ: ମାନ-ସମ୍ମାନ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। […]

Rasi-Fala

Rasi-Fala

Jyoshna Pradhan
  • Published: Friday, 30 November 2018
  • Updated: 30 November 2018, 07:34 AM IST

Sports

Latest News

ମେଷ: ଅଳସୁଆ ଅନୁଭବ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ବ୍ୟସ୍ତତା ଭିତରେ ରହିବେ।

ବୃଷ: ଆତ୍ମବିଶ୍ୱାସ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ: ନୂତନ ବ୍ୟବସାୟ କରିବାକୁ ଯୋଜନା କରିପାରନ୍ତି। ଚାକିରିଆଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସୁସ୍ଥ ରହିବେ।

କର୍କଟ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହେବ। ଆୟ ଅନୁସାରେ ବ୍ୟୟ ବଢ଼ିବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ସିଂହ: ମାନ-ସମ୍ମାନ ମିଳିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ତୁଳା: ଦିନଟି ଭଲରେ କଟିବ। ଆୟ ବୃଦ୍ଧି ହେବ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ବିଚ୍ଛା:ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ।

ଧନୁ: ଅସୁସ୍ଥ ଅନୁଭବ କରିବେ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ।

ମକର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କୁମ୍ଭ: ଅଧିକ ପରିଶ୍ରମ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ନୂତନ ବସ୍ତ୍ର ପରିଧାନ କରିପାରନ୍ତି।

ମୀନ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।  ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story