୩୦ ଅଗଷ୍ଟ, ବୁଧବାର: ନୂତନ ଗୃହ ସୁଖ ଓ ଯାନବାହନ ସୁଖ ପାଇବେ

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Rashi

Representational Image

Niharika Rout
  • Published: Wednesday, 30 August 2023
  • Updated: 30 August 2023, 07:37 AM IST

Sports

Latest News

ମେଷ: ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବାସହ ସନ୍ତାନମାନେ ବିଦ୍ୟାରେ ଉନ୍ନତି କରିବେ । ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଭୋଗ ବିଳାସ, ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସୁସ୍ଥପରିବେଶ ଓ ସମ୍ମାନଜନକ ଘଟଣା ଘଟିବ ।

ବୃଷ :ସବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କୋର୍ଟ-କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

ମିଥୁନ: ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବାସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ସାମାଜିକ କ୍ଷେତ୍ରରେ ନିଜର ପରାକ୍ରମ ବଢିବା ସହ ଗୁରୁଜନଙ୍କ ସହମତିରେ ଆଗକୁ ବଢିପାରିବେ । କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ ।

କୁମ୍ଭ: ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବା ସହ ଉତ୍ତମ ରୋଜଗାର ମିଳିବ । ଉଚ୍ଚ ପଦାଧିକାରୀମାନଙ୍କୁ ବିରୋଧ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ ।।

ମୀନ: ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବା ସହ ନୂତନ ଗୃହସୁଖ ଓ ଯାନବାହନ ସୁଖ ପାଇବେ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ୱାରା ହୋଇପାରୁ ନ ଥିବା କାମକୁ କରିପାରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story