୩୦ ଡିସେମ୍ବର, ଶନିବାର; ପୁରାତନ ରୋଗର ଉପଶମ ହେବ

ଶତ୍ରୁମାନେ ଦୂରେଇ ଯିବା ଫଳରେ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ସହ ମାନ ସମ୍ମାନ ବୃଦ୍ଧି ହେବ।

Rashi

Representational Image

Niharika Rout
  • Published: Saturday, 30 December 2023
  • Updated: 30 December 2023, 07:44 AM IST

Sports

Latest News

ମେଷ: ସହଯୋଗୀଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ଓ ପଢାପଢିରେ ମାନସିକ ଶାନ୍ତି ମିଳିବ । ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆଶ୍ୱସ୍ତି ଲାଭ କରିବେ।

ବୃଷ: ଶତ୍ରୁମାନେ ଦୂରେଇ ଯିବା ଫଳରେ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅଚାନକ ଧନପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ସହ ମାନ ସମ୍ମାନ ବୃଦ୍ଧି ହେବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ ।

ମିଥୁନ:  ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିପାରନ୍ତି ।

କର୍କଟ: ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ ଓ ତଳ ମହଲରୁ ଆଶାତୀତ ଲାଭ ପାଇବେ । ନିଜର କାର୍ଯ୍ୟଗୁଡ଼ିକୁ ଠିକ୍ ସମୟରେ ସମାପ୍ତ କରିବା ପାଇଁ ଚେଷ୍ଟିତ ହେବେ । ଭାଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ ।

ସିଂହ: ଶାରିରୀକ ଅସୁସ୍ଥତା ଦୂର ହେବାସହ କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସମୟକୁ ହାତ ଛଡ଼ା ନ କରିବା ଉଚିତ୍, କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପାଇବେ। ପୁରାତନ ରୋଗର ଉପଶମ ହେବାରୁ ମାନସିକ ସ୍ଥିରତା ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ । ଗୃହିଣୀମାନେ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ। ସାହିତ୍ୟ ସଙ୍ଗୀତ ରାଜନୀତି ବ୍ୟବସାୟ ବାଣିଜ୍ୟ ପରିବହନ ପାଇଁ ଦିନ ଶୁଭପ୍ରଦ ହେବା ସହ ଆଶା ଅଭିଳାଷ ପୂରଣ ହେବ।

ମୀନ:  ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବାସହ ସମସ୍ତ କାର୍ଯ୍ୟ ସିଦ୍ଧି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story