୩୦ ଜାନୁଆରୀ,ବୁଧବାର: କୁକୁରକୁ ଖାଇବାକୁ ଦିଅନ୍ତୁ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ବୃଷ: ଦିନଟି ଭଲରେ କଟିବ। ମାନ-ସମ୍ମାନ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମିଥୁନ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି। କୁକୁରକୁ ଖାଇବାକୁ ଦିଅନ୍ତୁ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। ସିଂହ: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ। ଜଳାଶୟଠାରୁ ଦୂରେଇ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2

Tapaswini Nayak
  • Published: Wednesday, 30 January 2019
  • Updated: 30 January 2019, 10:18 AM IST

Sports

Latest News

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ।

ବୃଷ: ଦିନଟି ଭଲରେ କଟିବ। ମାନ-ସମ୍ମାନ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ମିଥୁନ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି। କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ।

ସିଂହ: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଆତ୍ମବିଶ୍ୱାସ ବଢ଼ିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ।

ଧନୁ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ଝଗଡ଼ା ହୋଇପାରେ। ଜୀବନସାଥୀଙ୍କ ସହଯୋଗ ମିଳିବ। ବିବାହ ସ୍ଥିର ହୋଇପାରେ।

ମକର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ମୀନ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ରାହ୍ମଣଙ୍କୁ ବସ୍ତ୍ର ଦାନ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos