୩୦ ଜୁଲାଇ, ଶନିବାର: ଆକସ୍ମିକ ଅର୍ଥ ଲାଭ ହେବ

ମେଷ: ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ସରକାରୀ କ୍ଷେତ୍ରରେ ଉନ୍ନତି ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ପ୍ରତିଯୋଗିତାମୂଳକ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବୃଷ: ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ଓ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ବ୍ୟବସାୟ ସମ୍ବନ୍ଧୀୟ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେଇ କାର୍ଯ୍ୟ […]

RASI

RASI

Niharika Rout
  • Published: Saturday, 30 July 2022
  • Updated: 30 July 2022, 07:51 AM IST

Sports

Latest News

ମେଷ: ସହଯୋଗୀଙ୍କର ପୂର୍ଣ୍ଣ ସହଯୋଗ ପାଇ ସରକାରୀ କ୍ଷେତ୍ରରେ ଉନ୍ନତି ହେବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ପ୍ରତିଯୋଗିତାମୂଳକ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ।

ବୃଷ: ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ଓ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ବ୍ୟବସାୟ ସମ୍ବନ୍ଧୀୟ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେଇ କାର୍ଯ୍ୟ କରନ୍ତୁ।

ମିଥୁନ: ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଧନ ସମ୍ପତ୍ତି ପ୍ରାପ୍ତି ହେବ। ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ ଓ ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।

କର୍କଟ: ସାର୍ବଜନୀନ ସମ୍ପର୍କରେ ବିକଶିତ ହେବାସହ ଆର୍ଥିକ ସ୍ଥିତି ବଦଳିଯିବ । ପରିବାରର ସମସ୍ତ ସଦସ୍ୟଙ୍କ ସହଯୋଗରେ ଅଧା ଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ଆତ୍ମବିଶ୍ୱାସ ବଢ଼ିବା ଫଳରେ ସମସ୍ତ କାର୍ଯ୍ୟ ସହଜ ସରଳ ଉପାୟରେ ସମାଧାନ ହୋଇଯିବ।

ସିଂହ: ସନ୍ତାନଙ୍କ ମଙ୍ଗଳ ପାଇଁ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ।  ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ।

କନ୍ୟା:ସାମାଜିକ ପତିଆରା ଅମଳିନ ରହିବା ସହ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ସବୁ ସ୍ୱପ୍ନ ସାକାର ହେବ । ଅସହାୟ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇ ପାରନ୍ତି ।

ତୁଳା: ଅଳ୍ପ ପରିଶ୍ରମରେ ଆଶାତୀତ ଲାଭ ହେବ । ଆପଣଙ୍କର ପ୍ରତିଭାକୁ ପ୍ରୋତ୍ସାହନ ମିଳିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ । ଆତ୍ମବିଶ୍ୱାସ ଓ ମନୋବଳ ଦୃଢ ହେବ । ଆୟ ବଢାଇବା ପାଇଁ ଆପ୍ରାଣ ଚେଷ୍ଟା କରିବେ।

ବିଚ୍ଛା: ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। କୌଣସି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଫଳରେ ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ ।

ଧନୁ: ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ।  ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବିଦ୍ୟାକ୍ଷେତ୍ରରେ  ସୁନାମ ଅର୍ଜନ କରିବେ ।

ମକର: ସାଧାରଣ ଲୋକଙ୍କୁ ସାହାଯ୍ୟ କରିବାକୁ ଚେଷ୍ଟା କରିବେ। ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କଲେ ସଫଳ ହେବେ। ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ।

କୁମ୍ଭ: ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ।  ଭାଗିଦାରୀଙ୍କ ସହିତ ଲାଗି ରହିଥିବା ମତଭେଦର ନିରାକରଣ ହୋଇଯିବ । କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ ।

ମୀନ: ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିବା ଫଳରେ ଆଶା କରିଥିବା କାର୍ଯ୍ୟ ପୁରଣ କରିପାରିବେ। ଆକସ୍ମିକ ଧନପ୍ରାପ୍ତି ହେବା ସହ ଶତ୍ରୁ ଓ ବିରୋଧୀମାନେ କିଛି ଅହିତ ସାଧନ କରି ପାରିବେ ନାହିଁ  । କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story