୩୦ ଜୁନ୍, ଗୁରୁବାର: ଶତ୍ରୁମାନେ ହଇରାଣ ହରକତ କରିପାରନ୍ତି

ମେଷ: ଆର୍ଥିକ ସ୍ଥିତିରେ ବୃଦ୍ଧି ହେବା ସହ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ବୃଷ: ଦୀର୍ଘ ଦିନରୁ ଲାଗି ରହିଥିବା ସମ୍ପତ୍ତି ବିବାଦର ସମାଧାନ ହେବ । ସ୍ୱାସ୍ଥ୍ୟକ୍ଷେତ୍ରରେ ସୁଧାର ଆସି ସୁସ୍ଥ ରହିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ ତାହା ଦୀର୍ଘସ୍ଥାୟୀ ହେବ  । ମିଥୁନ: ଦୂରଯାତ୍ରା କରିବା […]

RASI

RASI

Niharika Rout
  • Published: Thursday, 30 June 2022
  • Updated: 30 June 2022, 08:04 AM IST

Sports

Latest News

ମେଷ: ଆର୍ଥିକ ସ୍ଥିତିରେ ବୃଦ୍ଧି ହେବା ସହ ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ ।

ବୃଷ: ଦୀର୍ଘ ଦିନରୁ ଲାଗି ରହିଥିବା ସମ୍ପତ୍ତି ବିବାଦର ସମାଧାନ ହେବ । ସ୍ୱାସ୍ଥ୍ୟକ୍ଷେତ୍ରରେ ସୁଧାର ଆସି ସୁସ୍ଥ ରହିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ ତାହା ଦୀର୍ଘସ୍ଥାୟୀ ହେବ  ।

ମିଥୁନ: ଦୂରଯାତ୍ରା କରିବା ଦ୍ୱାରା ବହୁତ ଲାଭ ହେବ ଓ ବକେୟା ଅର୍ଥ କିଛି ମିଳିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କର ସହଯୋଗ ପାଇବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ  ।

କର୍କଟ: ସ୍ୱାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ସନ୍ତାନ ସନ୍ତତିଙ୍କ ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବେ।  ନିଜ ଲୋକ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ସିଂହ: କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ନୂତନ ଯାନ ବାହନ କ୍ରୟ କରିବେ ।

କନ୍ୟା: ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନୋନିବେଶ କରି ସଫଳତା ପାଇବେ ।

ତୁଳା: କାର୍ଯ୍ୟକ୍ଷେତ୍ରରେ ବିଶୃଙ୍ଖଳା ପରିସ୍ଥିତି ଉପୁଜିପାରେ । ଶତ୍ରୁମାନେ ହଇରାଣ ହରକତ କରିପାରନ୍ତି। ଛାତ୍ରଛାତ୍ରୀମାନେ ସଫଳତା ଲାଭ କରିବେ।

ବିଛା: ବିଭିନ୍ନ କାରଣରୁ ମାନସିକ ଦୁଃଶ୍ଚିନ୍ତା ବଢିବ। ବ୍ୟବସାୟ ବାଣିଜ୍ୟରେ ଆର୍ଥିକ କ୍ଷତି ହୋଇପାରେ। ଦୂର ଯାତ୍ରା କଲେ ସତର୍କ ରୁହନ୍ତୁ।

ଧନୁ: କର୍ମକ୍ଷେତ୍ରରେ ସଫଳତା ଅର୍ଜନ କରିବେ। ବନ୍ଧୁବାନ୍ଧବ ସାହାଯ୍ୟ ସହଯୋଗ କରିବେ । ଅର୍ଥଲାଭ ହେବ। ବ୍ୟବସାୟରେ ଭଲ ଲାଭ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ।

ମକର: ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଚାକିରୀରେ ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଦୁର୍ଘଟଣା ଭୟ ଥିବାରୁ ଯାନବାହନ ଚଳାଚଳ କଲାବେଳେ ସତର୍କ ରୁହନ୍ତୁ।

କୁମ୍ଭ: ପରିବାରରେ ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତାର ସହ ଯାତାୟାତ କରିବା ଉଚିତ୍ ।

ମୀନ: ଦୂରଯାତ୍ରାରେ ଲାଭବାନ୍ ହେବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ । ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story