୩୦ ଅକ୍ଟୋବର, ସୋମବାର; ଖଳ ଲୋକଙ୍କୁ ଚିହ୍ନଟ କରି ପାରିବେ

ବିଳମ୍ବରେ କାର୍ଯ୍ୟ ହାସଲ କରିବେ। ଉଚ୍ଚ ଆଶା ଫଳବତୀ ହେବ । ଶାରୀରିକ, ମାନସିକ ଓ ଆର୍ଥିକ ଅଭିବୃଦ୍ଧି ଘଟିବ, ଧର୍ମ-ଧାରଣାରେ ବ୍ରତୀ ହେବେ ।

Rashi

Representational Image

Niharika Rout
  • Published: Monday, 30 October 2023
  • Updated: 30 October 2023, 07:40 AM IST

Sports

Latest News

ମେଷ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଥିଲେ ଜନସାଧାରଣଙ୍କର ଆସ୍ଥାଭାଜନ ହେବେ । ପିତା ମାତାଙ୍କ ସ୍ନେହ, ଶ୍ରଦ୍ଧା ପାଇବେ ଓ କଳ୍ପନା ବିଳାସୀ ହୋଇପାରନ୍ତି । ପାରିବାରିକ ଜୀବନ ସୁଖପ୍ରଦ ହେବ, ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ହେବ ।

ବୃଷ : ବିଳମ୍ବରେ କାର୍ଯ୍ୟ ହାସଲ କରିବେ। ଉଚ୍ଚ ଆଶା ଫଳବତୀ ହେବ । ଶାରୀରିକ, ମାନସିକ ଓ ଆର୍ଥିକ ଅଭିବୃଦ୍ଧି ଘଟିବ, ଧର୍ମ-ଧାରଣାରେ ବ୍ରତୀ ହେବେ । ବହୁ ପ୍ରତିକ୍ଷିତ ଶୁଭ ସମାଚାର ଶୁଣି ମନ ପ୍ରଫୁଲିତ ରହିବ, ବକେୟା ଅର୍ଥ ହସ୍ତଗତ ହେବ ।

ମିଥୁନ: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ ଓ ଅଯଥାରେ ଅର୍ଥ ଖର୍ଚ୍ଚାନ୍ତ ହେବାରୁ ମନ ଭଲ ରହିବ ନାହିଁ । ସନ୍ତାନମାନଙ୍କର ସ୍ୱଭାବ ଆଚରଣ ଠିକ ନ ରହିବାରୁ ବାପା ମାଆ କଷ୍ଟ ଅନୁଭବ କରିବେ । ଦୂରସ୍ଥାନକୁ ଗଲାବେଳେ ସାବଧାନ ସହିତ ଯାଆନ୍ତୁ ।ବେ ।

କର୍କଟ: ବ୍ୟବସାୟରେ ଲାଭ ମିଳିବ ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଏବଂ ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ:ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ଭୟ ଓ ଆଶଙ୍କା ଲାଗି ରହିଥିଲେ ମଧ୍ୟ ଶେଷରେ ସଫଳତା ହାସଲ କରିବେ। ବହୁ ପ୍ରତିକ୍ଷୀତ ଶୁଭ ସମାଚାର ମିଳିବାର ସମ୍ଭାବନା ଅଧିକ ରହିଛି, ଉଦାର ଓ ଦାନଶୀଳ ହେବେ । ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି।

ମୀନ: ଆଜି ଏପରି କାର୍ଯ୍ୟ ନ କରନ୍ତୁ, ଯେଉଁଥିପାଇଁ ପରେ ଅନୁତାପ କରିବାକୁ ପଡିପାରେ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ, ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ, କର୍ମକ୍ଷେତ୍ରରେ ପଦୋନ୍ନତି ମିଳିପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story