୩୦ ସେପ୍ଟେମ୍ବର, ଶୁକ୍ରବାର: ନୂତନ ଯାନବାହାନ କିଣି ପାରିବେ

ମେଷ: ବ୍ୟବସାୟୀମାନେ ଅଧିକ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଜୟୀ ହେବେ । ବୃଷ: ସ୍ୱାସ୍ଥ୍ୟ ଭଲ ରହିବା ସହ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ଦେଖାଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବା ଯୋଗେ ଅଧିକାରୀମାନେ ଆପଣଙ୍କ ପ୍ରତି […]

RASI

RASI

Niharika Rout
  • Published: Friday, 30 September 2022
  • Updated: 30 September 2022, 07:45 AM IST

Sports

Latest News

ମେଷ: ବ୍ୟବସାୟୀମାନେ ଅଧିକ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ୱନ୍ଦିତା ଓ ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଜୟୀ ହେବେ ।

ବୃଷ: ସ୍ୱାସ୍ଥ୍ୟ ଭଲ ରହିବା ସହ ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ଦେଖାଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ଭାଗ୍ୟ ଆପଣଙ୍କ ସପକ୍ଷରେ ରହିବା ଯୋଗେ ଅଧିକାରୀମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ।

ମିଥୁନ: ସହକର୍ମୀମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ଭଲ ଲାଭ ପାଇବେ । ସ୍ୱାସ୍ଥ୍ୟ  ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ।

କର୍କଟ:ସନ୍ତାନମାନଙ୍କ ଭବିଷ୍ୟତ ନେଇ ଆନନ୍ଦିତ ରହିବେ । ଶତୃମାନେ ପରାଜିତ ହେବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ।  ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନ ଶାନ୍ତ ରହିବ ।

ସିଂହ: ଶିକ୍ଷା କ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ ।

କନ୍ୟା:ଶତ୍ରୁମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ । ନୂତନ ଚାକିରୀ ପାଇଁ ପ୍ରୟାସରତ ଥିଲେ ଭଲ ସମାଚାର ମିଳିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ଓ ଯାନ୍ତ୍ରିକମାନେ କ୍ଷାତି ଅର୍ଜନ କରିବେ ।

ତୁଳା: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ ।

ବିଚ୍ଛା:  ଛାତ୍ରଛାତ୍ରୀମାନେ ଭଲ କାମ କରିବା ସାଙ୍ଗକୁ ନିଜ ଚେଷ୍ଟାରେ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।

ଧନୁ:କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବହୁ ଦିନର ସମସ୍ୟା ସମାଧାନ ଉପରେ ଅଧିକ ଗୁରୁତ୍ୱ ଦେବେ। ରାଜନୀତିରେ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । କିନ୍ତୁ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ମକର:ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ବାସ୍ଥ୍ୟ ଭଲ ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହଶୀଳତା କାଏମ ରହିବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ।

କୁମ୍ଭ :ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ସରକାରୀ କ୍ଷେତ୍ରରେ ଅନେକ କାର୍ଯ୍ୟ ସମାଧାନ ହେବ । ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଭଲଲାଭ ପାଇବେ ।  ଉଚିତ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି ।

ମୀନ: ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ।  ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story