୩୧ ଅଗଷ୍ଟ, ସୋମବାର: ଅଧିକ ପରିଶ୍ରମ କରିବେ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ମାନ-ସମ୍ମାନ ମିଳିବ। ମାଆଙ୍କର ଆଶୀର୍ବାଦ ନିଅନ୍ତୁ। ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କୁକୁରକୁ ଖାଇବାକୁ ଦିଅନ୍ତୁ। ମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ପିଲାମାନେ ମନ ଦେଇ ପାଠ ପଢ଼ିବେ। ପରିବାର ମଧ୍ୟରେ ଦ୍ୱନ୍ଦ୍ୱ ଦେଖାଦେଇପାରେ। କର୍କଟ: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। ସିଂହ: ଖର୍ଚ୍ଚ ବଢ଼ିବ। ଶରୀରରେ ଆଘାତ […]

rashi

rashi

Jyoshna Pradhan
  • Published: Monday, 31 August 2020
  • Updated: 31 August 2020, 07:53 AM IST

Sports

Latest News

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ମାନ-ସମ୍ମାନ ମିଳିବ। ମାଆଙ୍କର ଆଶୀର୍ବାଦ ନିଅନ୍ତୁ।

ବୃଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ: ଆର୍ଥିକ ସ୍ଥିତି ଭଲ ରହିବ। ପିଲାମାନେ ମନ ଦେଇ ପାଠ ପଢ଼ିବେ। ପରିବାର ମଧ୍ୟରେ ଦ୍ୱନ୍ଦ୍ୱ ଦେଖାଦେଇପାରେ।

କର୍କଟ: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

ସିଂହ: ଖର୍ଚ୍ଚ ବଢ଼ିବ। ଶରୀରରେ ଆଘାତ ଲାଗିପାରେ। ଜଗି ରଖି ଚଳନ୍ତୁ।

କନ୍ୟା: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ତୁଳା:  କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଧିକ ପରିଶ୍ରମ କରିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ବିଛା: ପାଖ ପଡୋଶୀମାନଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଅନୁଭବ କରିବେ।

ଧନୁ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କାଉକୁ ଖାଇବାକୁ ଦିଅନ୍ତୁ।

ମକର: ଖୋଜୁଥିବା ଲୋକକୁ ପାଖରେ ପାଇ ଖୁସି ଅନୁଭବ କରିବେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।

କୁମ୍ଭ: ମନ ବଚଳିତ ରହିବ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ: ସମସ୍ତ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଆବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos