୩୧ ଅଗଷ୍ଟ, ଶୁକ୍ରବାର: ଏହି ରାଶିର ଲୋକେ ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ପିଲାଙ୍କୁ ନେଇ ଲାଗି ରହିଥିବା ଚିନ୍ତା ଦୂର ହେବ। ଧନପ୍ରାପ୍ତି ଯୋଗ ରହିଛି। ବୃଷ: ଛୋଟ ଛୋଟ କଥାକୁ ନେଇ ଝଗଡ଼ା କରନ୍ତୁ ନାହିଁ। ଦହି ଖାଇ ଘରୁ ବାହାରନ୍ତୁ।  କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ଯାନବାହନ କିଣି ପାରନ୍ତି। କର୍କଟ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କ୍ୟାରିଅର୍‌ରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସିଂହ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ […]

rasheepic2

rasheepic2

Jitendra Garnayak
  • Published: Friday, 31 August 2018
  • Updated: 31 August 2018, 02:26 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ପିଲାଙ୍କୁ ନେଇ ଲାଗି ରହିଥିବା ଚିନ୍ତା ଦୂର ହେବ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ: ଛୋଟ ଛୋଟ କଥାକୁ ନେଇ ଝଗଡ଼ା କରନ୍ତୁ ନାହିଁ। ଦହି ଖାଇ ଘରୁ ବାହାରନ୍ତୁ।  କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ଚାକିରିରେ ପରିବର୍ତ୍ତନ କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ଯାନବାହନ କିଣି ପାରନ୍ତି।

କର୍କଟ: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କ୍ୟାରିଅର୍‌ରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ପ୍ରସଙ୍ଗରେ ଚିନ୍ତିତ ଥିଲେ, ତାହା ଆଜି ଦୂର ହେବ। ଅପରାହ୍ନରେ ଶୁଭ ଖବର ଶୁଣି ପାରନ୍ତି।

କନ୍ୟା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପ୍ରେମରେ ସଫଳତା ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶେୟାର୍‌ ବଜାରରେ ଟଙ୍କା ନିବେଶ କରୁଥିଲେ ସତର୍କ ରୁହନ୍ତୁ।

ବିଛା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପରିବାରରେ ହସଖୁସିର ବାତାବରଣ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ଧନୁ: ଦିନଟି ଏତେଟା ଭଲରେ କଟିବ ନାହିଁ। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟସ୍ତତା ଯୋଗୁ ମନ ଅଶାନ୍ତ ରହିବ।

ମକର: ବ୍ୟବସାୟରେ ଲାଭ ହୋଇପାରେ। ବନ୍ଧୁଙ୍କ ସହ ଦୂରସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନସମ୍ମାନ ମିଳିବ।

କୁମ୍ଭ: ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କାହାକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିପାରନ୍ତି।

ମୀନ: କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଶୁଭ ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ଘର ପାଇଁ କିଛି ଦାମୀ ଜିନିଷ କିଣିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story