୩୧ ଅକ୍ଟୋବର, ସୋମବାର: ପୁରୁଣା କାର୍ଯ୍ୟ ହଠାତ୍ ବନ୍ଦ ହୋଇପାରେ

ମେଷ: ବ୍ୟବସାୟରେ କ୍ଷତି ହେବାର ସମ୍ଭାବନା ରହିଛି, ଏଣୁ ସତର୍କ ରହି ବ୍ୟବସାୟ କରନ୍ତୁ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ମହିଳାମାନେ ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ। ବୃଷ: ମାନସିକ ଅଶାନ୍ତି ଦେଇ ଗତି କରିବେ। ପୁରୁଣା କାର୍ଯ୍ୟ ହଠାତ୍ ବନ୍ଦ ହେବାର ସମ୍ଭାବନା ରହିଛି। ଶାରିରୀକ ଅସୁସ୍ଥତା ଦେଖାଦେଇପାରେ, ଏଣୁ ସତର୍କ ରୁହନ୍ତୁ । ମିଥୁନ: କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । କିନ୍ତୁ ମାନସିକ ଚାପ ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ଆସିବ […]

RASI

RASI

Niharika Rout
  • Published: Monday, 31 October 2022
  • Updated: 31 October 2022, 07:40 AM IST

ମେଷ: ବ୍ୟବସାୟରେ କ୍ଷତି ହେବାର ସମ୍ଭାବନା ରହିଛି, ଏଣୁ ସତର୍କ ରହି ବ୍ୟବସାୟ କରନ୍ତୁ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ମହିଳାମାନେ ଚିନ୍ତାଗ୍ରସ୍ତ ରହି ମାନସିକ ଅଶାନ୍ତି ପାଇବେ।

ବୃଷ: ମାନସିକ ଅଶାନ୍ତି ଦେଇ ଗତି କରିବେ। ପୁରୁଣା କାର୍ଯ୍ୟ ହଠାତ୍ ବନ୍ଦ ହେବାର ସମ୍ଭାବନା ରହିଛି। ଶାରିରୀକ ଅସୁସ୍ଥତା ଦେଖାଦେଇପାରେ, ଏଣୁ ସତର୍କ ରୁହନ୍ତୁ ।

ମିଥୁନ: କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । କିନ୍ତୁ ମାନସିକ ଚାପ ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ଆସିବ ଏବଂ ଯାତ୍ରାରେ ଶୁଭଫଳ ପାଇବେ।

କର୍କଟ: ବ୍ୟବସାୟ ବାଣିଜ୍ୟରେ ଆଶାରୁ ଅଧିକ ଲାଭବାନ ହେବେ। ସାମାଜିକ ମାନସମ୍ମାନ ମିଳିବ। ଶତୃମାନେ ପରାଜିତ ହେବେ। ଗୁପ୍ତଶତୃମାନେ ହଇରାଣରେ ପକାଇ ପାରନ୍ତି।

ସିଂହ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ମନ ଖୁସି ରହିବ। ବ୍ୟବସାୟରେ ଲାଭ କ୍ଷତି ସମାନ ରହିବ। ବିଶିଷ୍ଚ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧି ହେବ, କିନ୍ତୁ ଆଘାତ ଲାଗିପାରେ।

କନ୍ୟା: ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇ ଅଟକିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ପରିବାରରେ ପାରିବାରିକ ଶାନ୍ତି ପାଇବେ ।

ତୁଳା: ଆର୍ଥିକ ସ୍ଥିତି ଆଜି ଭଲ ରହିବ। ବ୍ୟବସାୟ ବାଣିଜ୍ୟରେ ଉନ୍ନତି କରିବେ। ବିଶିଷ୍ଚ ବ୍ୟକ୍ତିଙ୍କ ସାଥିରେ ମନାନ୍ତର ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ସାଙ୍ଗରେ ବାଦବିବାଦ ଉପୁଜିପାରେ।

ବିଛା: ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଯେକୌଣସି ମତେ  ଅର୍ଥ ରୋଜଗାର ହେବ। କର୍ମକ୍ଷେତ୍ରରେ କିଛି ଛୋଟ ଘଟଣାକୁ ନେଇ ଅପଦସ୍ତ ହେଇପାରନ୍ତି।

ଧନୁ: ସମ୍ପର୍କୀୟଙ୍କ ସହଯୋଗ ପାଇ ସ୍ଥଗିତ ଥିବା କାମକୁ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଆତ୍ମବିଶ୍ୱାସ ବଢ଼ିବ। ମାନସମ୍ମାନ ମିଳିବ। ବ୍ୟବସାୟରେ ଭଲ ଲାଭ ପାଇବେ।

ମକର: ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଘରର ବାତାବରଣ ଭଲ ରହିବ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ପଡ଼ିପାରେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।

କୁମ୍ଭ: ଦାମ୍ପତ୍ୟ ଜୀବନ ଭଲ ରହିବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।

ମୀନ:ସାହିତ୍ୟ ଓ କଳାକ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକେ ମାନସମ୍ମାନ ପାଇବେ। ବହୁତ ଦିନରୁ ବାକି ପଡ଼ିଥିବା ଟଙ୍କା ମିଳିଯିବ। ରାସ୍ତାରେ ଯିବାଆସିବା କଲା ବେଳେ ସତର୍କତା ଅବଲମ୍ବନ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story