୩୧ ଅଗଷ୍ଟ, ଗୁରୁବାର: ପରିବାରରେ ଥିବା ଅଶାନ୍ତି ଦୂର ହୋଇଯିବ

ପାରିବାରିକ ଜୀବନରେ ମତାନ୍ତର ହେତୁ ସାମାନ୍ୟ ଚିନ୍ତିତ ରହିବେ॥ ବକେୟା ଅର୍ଥ ବିଳମ୍ବ ହେଲେ ମଧ୍ୟ ହସ୍ତଗତ ହେବ । କର୍ମକ୍ଷେତ୍ରରେ ସହଯୋଗ ମିଳିବ ।

Rashi

Representational Image

Niharika Rout
  • Published: Thursday, 31 August 2023
  • Updated: 31 August 2023, 07:40 AM IST

Sports

Latest News

ମେଷ: ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ, ଗୃହୋପକରଣ କ୍ରୟ କରିବେ।

ବୃଷ: ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଅଶାନ୍ତି ଅସନ୍ତୋଷ ଦୂର ହୋଇଯିବ। କର୍ମ କ୍ଷେତ୍ରରେ ଯଶ ମାନ ସମ୍ମାନ ପ୍ରତିଷ୍ଠା ମିଳିବ, ବ୍ୟବସାୟ ବାଣିଜ୍ୟରେ ଅଚାନକ ଧନପ୍ରାପ୍ତି ହେବ । ଛାତ୍ରଛାତ୍ରୀ ପାଠପଢାରେ ସଫଳତା ହାସଲ କରିବେ।

ମିଥୁନ: ସ୍ୱାସ୍ଥ୍ୟ ଠିକ୍ ରହିବ । ଅପରାହ୍ନରେ କୌଣସି ଶୁଭ ଖବର ଶୁଣିପାରନ୍ତି। ଜମି, ଜାଗା, ବାସଗୃହ ଓ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ସଫଳତା ଓ ଆଶାନୁରୂପ ଲାଭ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

କର୍କଟ: ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ନିଜର ଲୋକ କେହି ଜଣେ ଶତୃତା କରିପାରେ । ଋତୁକାଳୀନ ଥଣ୍ଡା ସର୍ଦ୍ଦି ଜନିତ ଜ୍ୱର ପୀଡାର ଆଶଙ୍କା ଏଡାଇ ଦିଆଯାଇନପାରେ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଅର୍ଥଲାଭ ହେବ ।

ସିଂହ:ପାରିବାରିକ ଜୀବନରେ ମତାନ୍ତର ହେତୁ ସାମାନ୍ୟ ଚିନ୍ତିତ ରହିବେ॥ ବକେୟା ଅର୍ଥ ବିଳମ୍ବ ହେଲେ ମଧ୍ୟ ହସ୍ତଗତ ହେବ । କର୍ମକ୍ଷେତ୍ରରେ ସହଯୋଗ ମିଳିବ । ବ୍ୟବସାୟରେ ଲାଭ ହେବ । ଛାତ୍ରଛାତ୍ରୀ ପାଠପଢାରେ ଆଶାନୁରୂପ ସଫଳତା ପାଇବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗୁ ଅନ୍ୟମନସ୍କ ରହିପାରନ୍ତି । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।

କୁମ୍ଭ :  ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ । ବହୁ ଦିନର ସ୍ୱପ୍ନ ସାକାର ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ ହେବ, କର୍ମକ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ବ୍ୟବସାୟରେ ପୂର୍ବାପେକ୍ଷା ଆୟ ବୃଦ୍ଧି ହେବ । ଛାତ୍ରଛାତ୍ରୀ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ।

ମୀନ: କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ପ୍ରଶଂସିତ ହେବେ । ଆକସ୍ମିକ ଅର୍ଥଲାଭ ହେବ। ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା ଦିଗରେ ମନ ବଳାଇବେ। ସଭାସମିତି, ସାହିତ୍ୟ ଆଲୋଚନାରେ ସମ୍ମାନିତ ହୋଇପାରନ୍ତି, ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story