୩୧ ଡିସେମ୍ୱର, ସୋମବାର:ଅଧିକ ପରିଶ୍ରମ କରିବେ

ମେଷ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ବୃଷ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ସହକର୍ମୀଙ୍କ ସହଯୋଗ ମିଳିବ। ମିଥୁନ:ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କର୍କଟ: ସ୍ୱାସ୍ଥ୍ୟ ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ସିଂହ:କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1

Jyoshna Pradhan
  • Published: Monday, 31 December 2018
  • Updated: 31 December 2018, 07:32 AM IST

Sports

Latest News

ମେଷ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି।

ବୃଷ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ସହକର୍ମୀଙ୍କ ସହଯୋଗ ମିଳିବ।

ମିଥୁନ:ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ସ୍ୱାସ୍ଥ୍ୟ ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ସିଂହ:କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଭାଗ୍ୟ ବୃଦ୍ଧି ହେବ।

କନ୍ୟା:ପରିବାରରେ ହସଖୁସିର ପରିବେଶ ରହିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇ‍ବେ।

ତୁଳା: ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ବିଚ୍ଛା: ଚିନ୍ତିତ ରହିବେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ: ଆୟ ବୃଦ୍ଧି ହେବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

ମକର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ।

କୁମ୍ଭ: ଅଳସୁଆ ଅନୁଭବ କରିବେ। ଅଧିକ ପରିଶ୍ରମ କରିବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମୀନ:ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲି-ମକଦ୍ଦମାରେ ବିଜୟୀ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story