୩୧ ଜାନୁଆରୀ, ମଙ୍ଗଳବାର: ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ ସମ୍ପର୍କ ସୁଦୃଢ ହେବ

ରାଜନୀତିରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ପଢାପଢିରେ ମନଯୋଗ ଦେଇ  ପ୍ରତିଯୋଗିତାରେ ସଫଳ ହେବେ।

Rashi PhotoInternet

Representational Image

Niharika Rout
  • Published: Tuesday, 31 January 2023
  • Updated: 31 January 2023, 07:34 AM IST

Sports

Latest News

ମେଷ: ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ୱଳ ହେବା ସହ କୌଣସି ନୂତନ କର୍ମର ଆୟୋଜନ କରିପାରିବେ। ରାଜନୀତିରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ପଢାପଢିରେ ମନଯୋଗ ଦେଇ  ପ୍ରତିଯୋଗିତାରେ ସଫଳ ହେବେ।

ବୃଷ: ଶରୀର ଭଲ ରହିବା ଯୋଗୁ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ସମସ୍ୟା ସମାଧାନ ହେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ ।

Also Read

ମିଥୁନ: ତରବରିଆ ହିସାବରେ କୌଣସି କାର୍ଯ୍ୟ ନ କରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଅତ୍ୟଧିକ କାର୍ଯ୍ୟ ଚାପ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ । ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ ।

କର୍କଟ: ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବା ସହ ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ସଙ୍କଟଜନକ ପରିସ୍ଥିତିର ଅବସାନ ଘଟିବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟାର ସମାଧାନ ହୋଇଯିବ।

ସିଂହ: ବ୍ୟବସାୟୀମାନେ ସ୍ଥଳ ବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । ପ୍ରତ୍ୟେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହିବା ସହ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ପାରିବାରିକ ଜୀବନ ଆନନ୍ଦମୟ ହେବ ।

କନ୍ୟା: ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରିବେ । ଜାଗା ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ଆପଣଙ୍କ ମନୋବଳକୁ ବଢେଇଦେବ।

ତୁଳା: ଜୀବନସାଥୀଙ୍କ ଇଚ୍ଛାକୁ ସମ୍ମାନ ଦେଇ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ । ଭାବନାର ବଶୀଭୂତ ହୋଇ ମଧ୍ୟସ୍ଥତା କରିବା ଠିକ୍ ହେବ ନାହିଁ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ ।

ବିଚ୍ଛା: ସମାଜ ସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ଧନୁ: ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ହୋଇ ବିଜୟ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ।

ମକର: ବନ୍ଧୁ, ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ ସମ୍ପର୍କ ସୁଦୃଢ ହେବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

କୁମ୍ଭ: ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି ।

ମୀନ: ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜାଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି। ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟାର ସମାଧାନ ହୋଇଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story