୩ ଜୁନ, ଶନିବାର: ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ

ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହେବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

rashi

Representational Image

Niharika Rout
  • Published: Saturday, 03 June 2023
  • Updated: 03 June 2023, 07:28 AM IST

Sports

Latest News

ମେଷ: ଆର୍ଥିକ ସମସ୍ୟା ଦୂର ହେବ ଏବଂ ବ୍ୟବସାୟରେ ଲାଭ ମିଳିବ। କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ, ନୂଆ କାର୍ଯ୍ୟ କରିବା ପାଇଁ ଇଚ୍ଛା ବୃଦ୍ଧି ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ପ୍ରାପ୍ତି ହେବ।

ବୃଷ : ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ । ପାରିବାରିକ ସମସ୍ୟା ଯାହାଥିଲା ତାହା ସମାଧାନ ହୋଇଯିବ । ବୃତ୍ତିଗତ କାମରେ ମନ ବଳାଇବେ । ସ୍ୱାମୀ ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଓ ସୁସ୍ୱାଦୁ ଭୋଜନ କରିବେ।

ମିଥୁନ: ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ଓ କାହାରି ସହିତ କଳହ କରନ୍ତୁ ନାହିଁ। ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯାୟରେ ପହଞ୍ଚିବ ଓ ବ୍ୟବସାୟରେ ଲାଭ ପାଇବେ। ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ, ମାନସମ୍ମାନ ବୃଦ୍ଧି ହେବ ।

କର୍କଟ: ବ୍ୟବସାୟରେ ବାକି ପଡ଼ିଥିବା ଅର୍ଥ ଆଦାୟ ହେବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ଛାତ୍ରଛାତ୍ରୀ ମାନେ ପାଠପଢ଼ାରେ ମନ ବଳାଇବେ ଓ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କର୍ମକ୍ଷେତ୍ରର ବ୍ୟସ୍ତତା ନେଇ ସୁଖ ଶାନ୍ତି ଦୂରେଇଯିବ । ଭାଗୀଦାର ବ୍ୟବସାୟରେ ବାଦବିବାଦ, ଝଗଡାଝାଣ୍ଟି ମୁଣ୍ଡ ଟେକିପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କୁମ୍ଭ: ପରିବାରରେ ହସଖୁସିରେ ସମସ୍ତେ ସମୟ ଅତିବାହିତ କରିବେ । ପ୍ରତ୍ୟେକ କାର୍ଯ୍ୟରେ ଜୟଯୁକ୍ତ ହେବେ କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ। ସ୍ୱାସ୍ଥ୍ୟଜନିତ ସମସ୍ୟାକୁ ନେଇ ଅର୍ଥହାନୀ ଦେଖାଯିବ।

ମୀନ: ବାକି ପଡିଥିବା ଅର୍ଥ ଆଦାୟ ହେବାରୁ ମନ ଖୁସି ରହିବ ଓ ନିର୍ମାଣଧୀନ କାର୍ଯ୍ୟ ଆଗେଇ ଚାଲିବ । ନୂଆ ବ୍ୟବସାୟ ପାଇଁ ମନ ବଳାଇବେ । ଦୂରସ୍ଥାନକୁ ଯାତ୍ରା କରି ବନ୍ଧୁଙ୍କୁ ସାହାଯ୍ୟ ମାଗିବେ । ସନ୍ତାନମାନଙ୍କ ପାଇଁ ଶୁଭ ଖବର ଶୁଣି ବାପାମା’ ଖୁସି ହେବେ । କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story