୩ ମେ’, ବୁଧବାର: ଭାବି ଚିନ୍ତି କାମ ନ କଲେ ଅପଦସ୍ଥ ହୋଇପାରନ୍ତି

ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ । ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ।

Rashi PhotoOR

Representational Image

Niharika Rout
  • Published: Wednesday, 03 May 2023
  • Updated: 03 May 2023, 07:41 AM IST

Sports

Latest News

ମେଷ: ଆଗ ପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ବନ୍ଧୁମାନଙ୍କ କଥାବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ। ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ନିର୍ଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ବୃଷ: ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ । ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ। ନିର୍ମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଆଲୋଚନା ପରିସରରେ ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ । ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ। କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ କାର୍ଯ୍ୟ କରୁଥିଲେ ପୂର୍ବ ସମସ୍ୟାର ସମାଧାନ ହୋଇଯିବ ।

କର୍କଟ: ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାରେ ପଡ଼ିବେ। ମତପାର୍ଥକ୍ୟ ଜନିତ ବାକ୍ ବିତଣ୍ଡା ସୃଷ୍ଟି ହେବାର ସମ୍ଭାବନା ରହିଛି । ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ନିଜ ସାଧନାରେ ସଫଳତା ପାଇବେ।

ସିଂହ: କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ। ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ। ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ ।

କନ୍ୟା: କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି ଦେଖାଦେବ। ମହିଳାମାନେ ପ୍ରଶଂସନୀୟ ହେବେ । ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ । ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃ ବିବାଦ ଦେଖାଦେଇପାରେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

 ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ, କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

ମୀନ: ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ । ବନ୍ଧୁଙ୍କ ମିଥ୍ୟାଭିଯୋଗ ସକାଶେ ମାନସିକ ସ୍ତରରେ କ୍ରୋଧାନ୍ୱିତ ହୋଇପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story