୩ ସେପ୍ଟେମ୍ବର, ଗୁରୁବାର: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗହଣା କିଣିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମିଥୁନ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଜଳାଶୟଠାରୁ ଦୁରେଇ ରୁହନ୍ତୁ। କର୍କଟ: ଆଜି କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା […]

hhhhhhhhhhhhhh

hhhhhhhhhhhhhh

Tapaswini Nayak
  • Published: Thursday, 03 September 2020
  • Updated: 03 September 2020, 07:48 AM IST

Sports

Latest News

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗହଣା କିଣିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମିଥୁନ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଜଳାଶୟଠାରୁ ଦୁରେଇ ରୁହନ୍ତୁ।

କର୍କଟ: ଆଜି କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: କୌଣସି କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ମତଭେଦ ହୋଇପାରେ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ନୂଆ ପୋଷାକ କିଣିପାରନ୍ତି।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ।

ମକର: ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସାହିତ୍ୟ ଓ କଳାପ୍ରତି ରୁଚି ବଢ଼ିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

ମୀନ: ଆଜି କୌଣସି କ୍ଷେତ୍ରରେ ଅର୍ଥ ନିବେଶ କରନ୍ତୁ ନାହିଁ। ଚାକିରିକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ହନୁମାନଙ୍କୁ ପୂଜା କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story