୩ ଏପ୍ରିଲ, ସୋମବାର: ଜମିବାଡ଼ି ବିବାଦର ସମାଧାନ ହେବ

କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ । ପୂର୍ବ ସମସ୍ୟା ସମାଧାନ ହେବ ।  ବ୍ୟବସାୟରେ ଆଶାନୁସାରେ ଲାଭ ମିଳିବ । 

Rashi PhotoOR

Representational Image

Niharika Rout
  • Published: Monday, 03 April 2023
  • Updated: 03 April 2023, 07:32 AM IST

Sports

Latest News

ମେଷ: ଜୀବନ ସାଥୀଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ। ଶତ୍ରୁମାନେ ପରାଜିତ ହେବେ ।

ବୃଷ: ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ ବାଣିଜ୍ୟରେ ଦେଖାଦେଉଥିବା ସମସ୍ୟାର ସମାଧାନ ହେବ । ବନ୍ଧୁଙ୍କ ସହିତ ଦୂର ସ୍ଥାନକୁ ଭ୍ରମଣ କରିପାରନ୍ତି ।

ମିଥୁନ:  କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ । ପୂର୍ବ ସମସ୍ୟା ସମାଧାନ ହେବ ।  ବ୍ୟବସାୟରେ ଆଶାନୁସାରେ ଲାଭ ମିଳିବ । ପିଲାମାନଙ୍କର ଆଚରଣ ଯୋଗୁ ମନ ପ୍ରଫୁଲ୍ଲିତ ରହିବ ।

କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ । ଶତ୍ରୁମାନେ ମିତ୍ର ଭାବ ଆଚରଣ କରିବେ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର : ସ୍ୱାସ୍ଥ୍ୟ ଆଗ ଅପେକ୍ଷା ବହୁତ ଭଲ ରହିବ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇଲେ ମଧ୍ୟ ଅଶାନ୍ତି ସୃଷ୍ଟି ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଭ୍ରମଣ କରିବେ ଓ ସୁସ୍ୱାଦୁ ଭୋଜନ କରିବେ।

କୁମ୍ଭ: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଶୁଭ ସମାଚାର ମିଳିବାର ଯୋଗ ରହିଛି । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ । 

ମୀନ: ପାରିବାରିକ ସମ୍ପର୍କ ମଧୁର ହେବ । ଜୀବନ ସାଥୀ ସହ ଅଧିକ ସମୟ କାଟିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗି ରହିବ । ଜମିବାଡ଼ି ବିବାଦର ସମାଧାନ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story