୩ ଏପ୍ରିଲ, ବୁଧବାର: ପାରିବାରିକ ଜୀବନରେ ଭୁଲ୍ ବୁଝାମଣା ଦେଖାଦେବ

ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ବାଣିଜ୍ୟରେ ଦେଖାଦେଉଥିବା ସମସ୍ୟାର ସମାଧାନ ହେବ। ଧନଲାଭର ଯୋଗ ରହିଛି ।

Rashi

Representational Image

Niharika Rout
  • Published: Wednesday, 03 April 2024
  • Updated: 03 April 2024, 07:28 AM IST

Sports

Latest News

ମେଷ:  ଜୀବନସାଥୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ ।ରାଜନୀତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ଶତ୍ରୁମାନେ ପରାଜିତ ହେବେ॥ ମହିଳାମାନେ ସୌଭାଗ୍ୟବତୀ ହେବେ । ବିଦ୍ୟାର୍ଥୀମାନେ ଅଧ୍ୟୟନ ଦିଗରେ ସାହାଯ୍ୟ ସହଯୋଗ ପାଇବେ ।

ବୃଷ : ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ବ୍ୟବସାୟ ବାଣିଜ୍ୟରେ ଦେଖାଦେଉଥିବା ସମସ୍ୟାର ସମାଧାନ ହେବ। ଧନଲାଭର ଯୋଗ ରହିଛି । ବନ୍ଧୁଙ୍କ ସହିତ ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି । ଅପରାହ୍ନରେ କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ପ୍ରଶଂସିତ ହେବେ ।

ମିଥୁନ: ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବାରୁ ମନ ଖୁସି ରହିବ । ଯାନବାହାନରେ ଗଲାବେଳେ ସାବଧାନ ସହିତ ଯାତ୍ରା କରନ୍ତୁ ଓ କାହାରି ସହିତ କଳହ କରନ୍ତୁ ନାହିଁ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିଲେ ମଧ୍ୟ ଗୁପ୍ତଶତ୍ରୁ ବୃଦ୍ଧି ହେବେ ।

କର୍କଟ: ସାମାଜିକ କାର୍ଯ୍ୟରେ ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହନ ପ୍ରାପ୍ତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ରାଜନୀତିରେ କିଛି ନୂଆ ସୁଯୋଗ ଆସିବା ସହ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

କୁମ୍ଭ: ଆଜି ଆପଣ ନିଜର ଦକ୍ଷତା ପ୍ରତିପାଦନ କରି ପ୍ରଶଂସିତ ହେବେ, ନୂତନ ନିଯୁକ୍ତି କିମ୍ୱା ପଦୋନ୍ନତି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ।  ଅପରାହ୍ନରେ ଶୁଭ ସମାଚାର ମିଳିବ । ମହିଳାମାନେ ଆଶାନୁରୂପ ସଫଳତା ପାଇବେ।

ମୀନ: ପାରିବାରିକ ସମ୍ପର୍କ ମଧୁର ହେବ । ଜୀବନସାଥୀ ସହ ଅଧିକ ସମୟ କଟିବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି। ପାରିବାରିକ ଜୀବନରେ ଭୁଲ୍ ବୁଝାମଣା ଦେଖାଦେବ । ବ୍ୟବସାୟ ବାଣିଜ୍ୟରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story