୩ ଏପ୍ରିଲ୍‌, ବୁଧବାର: ଦିନଟି ଆପଣଙ୍କ ପାଇଁ ଭଲ ନାହିଁ

ମେଷ: ଦିନଟି ଆପଣଙ୍କ ପାଇଁ ଭଲ ନାହିଁ। ଅସୁସ୍ଥ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ବୃଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଚାକିରି କ୍ଷେତ୍ରରେ ପ୍ରଂଶସିତ ହେବେ। ଶୁଭ ସମାଚାର ମିଳିପାରେ। ମିଥୁନ: ଆଜି କୌଣସି ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ଦିନଟି ଆପଣଙ୍କ ପାଇଁ ଆଦୌ ଶୁଭ ନୁହେଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପ୍ରିୟ ବନ୍ଧୁଙ୍କ ସହ ଦେଖା ହୋଇପାରେ। […]

rasifala

Jitendra Garnayak
  • Published: Wednesday, 03 April 2019
  • , Updated: 03 April 2019, 07:32 AM IST

ମେଷ: ଦିନଟି ଆପଣଙ୍କ ପାଇଁ ଭଲ ନାହିଁ। ଅସୁସ୍ଥ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ବୃଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଚାକିରି କ୍ଷେତ୍ରରେ ପ୍ରଂଶସିତ ହେବେ। ଶୁଭ ସମାଚାର ମିଳିପାରେ।

ମିଥୁନ: ଆଜି କୌଣସି ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ଦିନଟି ଆପଣଙ୍କ ପାଇଁ ଆଦୌ ଶୁଭ ନୁହେଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପ୍ରିୟ ବନ୍ଧୁଙ୍କ ସହ ଦେଖା ହୋଇପାରେ।

କର୍କଟ: ମାନ-ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଘରକୁ ଅତିଥି ଆସିପାରନ୍ତି।

ସିଂହ: ବ୍ୟସ୍ତତା ଭିତରେ ଦିନଟି କାଟିବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ଅସୁସ୍ଥତା ଅନୁଭବ କରିବେ। ଖାଦ୍ୟପେୟ ଉପରେ ଧ୍ୟାନ ଦିଅନ୍ତୁ।

କନ୍ୟା: ଧନପ୍ରାପ୍ତି ଯୋଗ ରହିଛି। ଚାକିରିରେ ପରିବର୍ତ୍ତନ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ତୁଳା: କ୍ୟାରିୟରରେ ସଫଳତା ମିଳିବ। କୌଣସି ସମସ୍ୟା ଥିଲେ, ଆଜି ତା’ର ସମାଧାନ ହୋଇପାରେ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବିଛା: ମାନ-ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଅଧିକ ଲାଭ ହେବ। ଧନପ୍ରାପ୍ତି ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ।

ଧନୁ: ପେଟରେ ସମସ୍ୟା ଦେଖା ଦେଇପାରେ। ଆୟଠୁ ବ୍ୟୟ ବଳି ଯିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରକୁ ଅତିଥି ଆସିପାରନ୍ତି।

କୁମ୍ଭ: ଅସୁସ୍ଥ ଅନୁଭବ କରିପାରନ୍ତି। ଥଣ୍ଡା ଓ କାଶରେ ପଡ଼ି ପାରନ୍ତି। ଦେଖିଚାହିଁ ଚଳନ୍ତୁ। ପିତାମାତାଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: କାର୍ଯ୍ୟରେ ସଫଳତା ମିଳିବ। ବନ୍ଧୁମାନଙ୍କ ସହ ଦିନଟି କାଟିବେ। କୌଣସି କାମର ଦାୟିତ୍ୱ ନେଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ।

Related story