୩ ଫେବ୍ରୁଆରୀ, ଗୁରୁବାର: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଆଜିର ଦିନ ଶୁଭଫଳ ପ୍ରଦାନ କରିବ। ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଧୈର୍ଯ୍ୟ ଓ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ନିଶ୍ଚୟ ସୁଫଳ ପାଇବେ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ବୃଷ: ଆଜି କମ୍‌ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର ହେବ । କୋର୍ଟ-କଚେରୀର ବିଚାରାଧୀନ ମକଦ୍ଦମାରେ ଜୟଯୁକ୍ତ ହେବେ।  ପରିବାରରେ […]

RASI

RASI

Niharika Rout
  • Published: Thursday, 03 February 2022
  • Updated: 03 February 2022, 09:04 AM IST

Sports

Latest News

ମେଷ: ଆଜିର ଦିନ ଶୁଭଫଳ ପ୍ରଦାନ କରିବ। ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଧୈର୍ଯ୍ୟ ଓ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ନିଶ୍ଚୟ ସୁଫଳ ପାଇବେ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ।

ବୃଷ: ଆଜି କମ୍‌ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର ହେବ । କୋର୍ଟ-କଚେରୀର ବିଚାରାଧୀନ ମକଦ୍ଦମାରେ ଜୟଯୁକ୍ତ ହେବେ।  ପରିବାରରେ ସୁଖ-ଶାନ୍ତି ବଜାୟ ରହିବ। ଆଜି ନୂଆ କାର୍ଯ୍ୟ ଆରମ୍ଭ କରିପାରିବେ। ଆକସ୍ମିକ ଧନଲାଭ ହେବ।

ମିଥୁନ: ଆଜି ଶୁଭ ଖବର ପାଇବେ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବ।  ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ବିଦ୍ୟାର୍ଥୀମାନେ ପଢାପଢିରେ କୃତକାର୍ଯ୍ୟ ହେବେ।

କର୍କଟ: ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ମଧ୍ୟାହ୍ନ ପରେ ସାଙ୍ଗଙ୍କ ସହିତ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।  ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ଆଜି ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ମହିଳାମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ ।

କନ୍ୟା: ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ ।  ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଚିକିତ୍ସକଙ୍କ ପରାମର୍ଶ ନେବାକୁ ପଡ଼ିପାରେ।  ପାରିବାରିକ ସମସ୍ୟା ଦୂର କରିବାକୁ ଅଗ୍ରସର ହେଲେ ସେଥିରେ ସଫଳ ହେବେ ।  ପିତା ମାତାଙ୍କ ଆଶୀର୍ବାଦ ଆପଣଙ୍କୁ  ବିଜୟୀ କରାଇବ ।

ତୁଳା:  ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧାବିଘ୍ନ ସୃଷ୍ଟି ହୋଇପାରେ , ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରାଇବ ।  ଅପରାହ୍ନରେ ଆପଣଙ୍କୁ ପ୍ରତିକୂଳ ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ । ଆକସ୍ମିକ ଖର୍ଚ୍ଚ ହୋଇପାରେ। ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ ।

ବିଛା:  ଆଜି ଆତ୍ମବିଶ୍ୱାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାର ସହ ଆଗେଇ ନେବେ । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ସ୍ୱଭାବରେ ଉଗ୍ରତା ରହିବ । ସେଥିପାଇଁ ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ ।

ଧନୁ: ଆଜି ଆପଣଙ୍କୁ ମାନସିକ ଶାନ୍ତି ମିଳିବ । ବକେୟା ପ୍ରାପ୍ୟ ମିଳିବ।  ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ ହେବେ।  ଘର ବାତାବରଣରେ ସୁଖ-ଶାନ୍ତି ବିରାଜମାନ କରିବ, ବ୍ୟବସାୟରେ ସଫଳତା ମିଳିବ ।

ମକର : ପାରିବାରିକ ଜୀବନରେ ସାମାନ୍ୟ କଥାକୁ ନେଇ ମତାନ୍ତର ଦେଖାଦେଇପାରେ । ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ । ଧନ ଏବଂ ପ୍ରତିଷ୍ଠାରେ ହାନି ହେବାର ଆଶଙ୍କା ଅଛି । ଆପଣଙ୍କ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ ।

କୁମ୍ଭ:  ଆଜି କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତ ନେଇପାରନ୍ତି। ମିତ୍ରମାନଙ୍କ ସହିତ  ସାକ୍ଷାତ ହେବ। ଫଳରେ ମନ ଆନନ୍ଦ ରହିବ । ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ ।

ମୀନ: ଆଜି କ୍ରୋଧ  ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ । ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story