୩ ମାର୍ଚ୍ଚ, ଶୁକ୍ରବାର: ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ

ପୁରୁଣା ରୋଗର ଉପଶମ ହେବା ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ ନିଜର ପ୍ରଭାବ ବୃଦ୍ଧି ପାଇବ ।

Rasi PhotoOR

Rasi

Niharika Rout
  • Published: Friday, 03 March 2023
  • Updated: 03 March 2023, 07:31 AM IST

Sports

Latest News

ମେଷ: ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ନିଜ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି, ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ବୃଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଦେଖାଦେବ । ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସନୀୟା ହେବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ ।

ମିଥୁନ: ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ମନ ଭଲ ରହିବ । ମାନସିକ ଅଶାନ୍ତି ଦୂର ହୋଇ ଜମିଜମା ସଂକ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ ।

Also Read

କର୍କଟ: ପୁରୁଣା ରୋଗର ଉପଶମ ହେବା ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ ନିଜର ପ୍ରଭାବ ବୃଦ୍ଧି ପାଇବ । ନୂତନ ଆୟ ସ୍ରୋତ ଖୋଲିଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହେବ ।

ସିଂହ: ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କୁ ସାମ୍ନା କରିପାରିବେ ନାହିଁ । ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ ।

କନ୍ୟା: ବନ୍ଧୁ ମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତ୍ରୁ ଦେଖାଦେବେ ।

ତୁଳା: ଶତ୍ରୁ ନାଶ, ଧନପ୍ରାପ୍ତି, ମିତ୍ର ଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ଲାଭ ହେତୁ ଆନନ୍ଦିତ ହେବେ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ।

ବିଚ୍ଛା: ସାମୁହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗୁ ସମ୍ମାନର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନ ମାନି ଆଗେଇ ଯିବାର ସୁଯୋଗ ପାଇବେ ।

ଧନୁ: ଗଠନମୂଳକ ଯୋଜନା ପ୍ରସ୍ତୁତ କଲେ ଆଗେଇ ଯିବାର ରାସ୍ତା ଖୋଲି ପାରିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତା ଦେଖାଦେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ମକର: ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ ।

କୁମ୍ଭ: ପିତାମାତାଙ୍କ ଆଶୀର୍ବାଦରୁ ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ । ବକେୟା ପ୍ରାପ୍ୟ ପାଇଁ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ମିଳିବ।

ମୀନ: ଆଧାତ୍ମିକ ଭାବନାରେ ସମୟ କଟିବ। ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story