୪ ଏପ୍ରିଲ, ସୋମବାର; ପ୍ରତ୍ୟେକ କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରିବେ

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ଥିଲେ ନିଜର ଦକ୍ଷତା ଓ ଯୋଗ୍ୟତାକୁ ନେଇ ଜନସମର୍ଥନ ହାସଲ କରିବେ। ବୃଷ: ଆଜି ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ଦେଖା ଦେବ। ମିଥୁନ: ପ୍ରତ୍ୟେକ କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରିବେ। ତରବର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ପରିବାରରେ ଭାଇଭଉଣୀ ମାନଙ୍କ […]

RASI

RASI

Tapaswini Nayak
  • Published: Monday, 04 April 2022
  • Updated: 04 April 2022, 07:43 AM IST

Sports

Latest News

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ ଥିଲେ ନିଜର ଦକ୍ଷତା ଓ ଯୋଗ୍ୟତାକୁ ନେଇ ଜନସମର୍ଥନ ହାସଲ କରିବେ।

ବୃଷ: ଆଜି ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ଦେଖା ଦେବ।

ମିଥୁନ: ପ୍ରତ୍ୟେକ କାର୍ଯ୍ୟରେ ନିଜର ଦକ୍ଷତା ପ୍ରତିପାଦନ କରିବେ। ତରବର ହୋଇ କୌଣସି କାର୍ଯ୍ୟ କରନ୍ତୁ ନାହିଁ। ପରିବାରରେ ଭାଇଭଉଣୀ ମାନଙ୍କ ସହିତ ଆନନ୍ଦ ଉଲ୍ଲାସରେ ସମୟ କାଟିବେ।

କର୍କଟ: ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପିଲାମାନଙ୍କ ଉନ୍ନତି ପାଇଁ ବ୍ୟସ୍ତ ବିବ୍ରତ ହେବେ।

ସିଂହ: ପ୍ରତ୍ୟେକ କ୍ଷେତ୍ରରେ ମାନ-ସମ୍ମାନ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବା ସହିତ ଅଶାନୁରୂପ ଲାଭ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ।

କନ୍ୟା: ପୂର୍ବର ଦୁଃଶ୍ଚିନ୍ତା ଦୂର ହୋଇଯିବ। ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ। ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ମିଳିବ।

ତୁଳା: ସନ୍ତାନମାନେ ଆଜ୍ଞାଧୀନ ହେବେ। ଅପରାହ୍ଣରେ ଶୁଭ ଖବର ଶୁଣି ଖୁସି ହେବେ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ।

ବିଛା: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟରେ ମନମୁତାବକ ଲାଭ ପାଇ ଭବିଷ୍ୟତ ଯୋଜନାରେ ନିବେଶ କରିବେ। ଗାଡ଼ି ଚଲାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ।

ଧନୁ: ଯୋଜନା ଅନୁସାରେ କାର୍ଯ୍ୟ କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ।

ମକର: କଥା ବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ। ବିରୋଧୀମାନେ କ୍ଷତି ପହଞ୍ଚାଇବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝାମଣା ଦେଖା ଦେଇପାରେ।

କୁମ୍ଭ: ଆଶା ପୂରଣ ହେବ। ସୌଭାଗ୍ୟର ଅଧିକାରୀ ହେବେ। ଲାଗି ରହିଥିବା ଅଶାନ୍ତି ଦୂର ହୋଇଯିବ।

ମୀନ: ନିଜ ବୁଦ୍ଧି ଓ ଜ୍ଞାନ ବଳରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ। ପ୍ରତ୍ୟେକ ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସମର୍ଥ ହେବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story