୪ ଫେବୃଆରୀ, ସୋମବାର : ଶରୀରରେ ଆଘାତ ଲାଗିପାରେ

ମେଷ: ସୁସ୍ଥ ରହିବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବୃଷ: ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରକୁ ଅତିଥି ଆସିପାରନ୍ତି। କର୍କଟ: ଦିନଟି ଖୁସିରେ କଟିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସିଂହ: ଘରେ ସୁଖ ଶାନ୍ତିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ […]

Rasi-Fala

Rasi-Fala

Jyoshna Pradhan
  • Published: Monday, 04 February 2019
  • Updated: 04 February 2019, 07:31 AM IST

Sports

Latest News

ମେଷ: ସୁସ୍ଥ ରହିବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବୃଷ: ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରକୁ ଅତିଥି ଆସିପାରନ୍ତି।

କର୍କଟ: ଦିନଟି ଖୁସିରେ କଟିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ସିଂହ: ଘରେ ସୁଖ ଶାନ୍ତିର ପରିବେଶ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଶତ୍ରୁଙ୍କଠାରୁ ବିଜୟୀ ହେବେ।

କନ୍ୟା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ମନ ବିଚଳିତ ରହିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ଶରୀରରେ ଆଘାତ ଲାଗିପାରେ।

 ତୁଳା: ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଶରୀରରେ ଆଘାତ ଲାଗିପାରେ।

 ବିଚ୍ଛା: ଭାଗ୍ୟ ବୃଦ୍ଧି ହେବ। ନୂତନ ଜିନିଷ କିଣିପାରନ୍ତି। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

 ଧନୁ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତ ନିଅନ୍ତୁ ନାହିଁ। ଆର୍ଥିକ ସ୍ଥିତି ଭଲ ରହିବ।

 ମକର: ବିବାହ ସ୍ଥିର ହୋଇପାରେ। ଶରୀରରେ ଆଘାତ ଲାଗିପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

 କୁମ୍ଭ: ଆଇନଗତ ସମସ୍ୟାରେ ବିଜୟୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

 ମୀନ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story