୪ ମାର୍ଚ୍ଚ, ‍‍ସୋମବାର; ଯେଉଁ କାମରେ ହାତ ଦେଲେ ବି ସଫଳତା ବିଳମ୍ବରେ ମିଳିବ

 ଆପଣ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ, ମାଲିମୋକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ ।

Rashi

Representational Image

Niharika Rout
  • Published: Monday, 04 March 2024
  • Updated: 04 March 2024, 01:02 PM IST

Sports

Latest News

ମେଷ:ମାନସିକ ଅଶାନ୍ତି ଓ ପାରିବାରିକ ସମସ୍ୟା ଆପଣଙ୍କୁ ବିଚଳିତ କରାଇବ। ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ବିଳମ୍ବରେ ମିଳିବ । ପୂର୍ବ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ । ଆଶା କରୁଥିବା ଦିଗରୁ ଅର୍ଥ ହସ୍ତଗତ ହେବ ।

ବୃଷ : ଆପଣ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମଗୁଡିକ ସହଜରେ ସମ୍ପନ୍ନ କରିପାରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସଫଳତା ପାଇବେ, ମାଲିମୋକଦ୍ଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ ।

ମିଥୁନ:  କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ । ନୂତନ ନିଯୁକ୍ତି କିମ୍ୱା କୌଣସି ନୂତନ ପଦ ପଦବୀ ଲାଭ କରିବେ।ଆର୍ଥିକ ଉନ୍ନତି ଲାଭ କରିବେ । ବହୁଦିନର ବକେୟା ଅର୍ଥ ହସ୍ତଗତ ହେବ । ପାରିବାରିକ କ୍ଷେତ୍ରରେ ନିଜର ଦାୟିତ୍ୱ ନିର୍ବାହ କରି ପ୍ରଶଂସିତ ହେବେ।

କର୍କଟ: ବ୍ୟବସାୟରେ ଲାଭ ମିଳିବ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଏବଂ ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ:ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ପାରିବାରିକ ଜୀବନ ସୁଖମୟ ହେବ ଏବଂ ଧନ ମାନ ସମ୍ମାନ ପ୍ରତିଷ୍ଠା ମିଳିବ । ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ଶୁଭପ୍ରଦ ହେବ । ନୂତନ ଗୃହ ବା ଭୂମି କିଣିବା ପାଇଁ ଚୁକ୍ତି ପତ୍ର ସ୍ୱାକ୍ଷରିତ କରିପାରନ୍ତି। ଆନୁଷ୍ଠାନିକ କାମ, ସଭାସମିତି, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରେ ପ୍ରଶଂସିତ ହେବେ । ଆର୍ଥିକ ସ୍ଥିତି ପୂର୍ବ ପରି ସୁଦୃଢ଼ ରହିବ ।

ମୀନ: ଦୀର୍ଘ ଦିନରୁ ଚିନ୍ତା କରିଥିବା ନୂତନ ଯୋଜନାକୁ କାର୍ଯ୍ୟକାରୀ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ଏବଂ ସୁସ୍ୱାଦୁ ଭୋଜନ ମିଳିବ । କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ସାମାଜିକ ପ୍ରତିଷ୍ଠା ମିଳିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story