୪ ଡିସେମ୍ବର, ସୋମବାର; କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ

କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ ଏବଂ ନୂଆ କାର୍ଯ୍ୟ ପାଇଁ ବନ୍ଧୁଙ୍କର ସହଯୋଗ ଲୋଡିବେ।

Rasi PhotoOR

Rasi

Tapaswini Nayak
  • Published: Monday, 04 December 2023
  • Updated: 04 December 2023, 07:45 AM IST

Sports

Latest News

ମେଷ: ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବାରୁ ମନ ଖୁସି ରହିବ। ଆର୍ଥିକ ସମସ୍ୟା ଦୂର ହେବ ଏବଂ ବ୍ୟବସାୟରେ ଲାଭ ମିଳିବ। ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ ଓ ସୁସ୍ୱାଦୁ ଭୋଜନ କରିବେ।

ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ଆସିବାରୁ ମନୋବଳ ବୃଦ୍ଧି ହେବ ଓ ଘରକୁ ବନ୍ଧୁ ଆସିବେ। ବ୍ୟବସାୟରେ ବାକି ପଡିଥିବା ଅର୍ଥ ହାତକୁ ଆସିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ।ସନ୍ତାନ ମାନଙ୍କର ପାଠପଢ଼ାରେ ଉନ୍ନତି ହେବ ଓ ଚାକିରି ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ ।

Also Read

ମିଥୁନ: କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ ଏବଂ ନୂଆ କାର୍ଯ୍ୟ ପାଇଁ ବନ୍ଧୁଙ୍କର ସହଯୋଗ ଲୋଡିବେ। ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବା ସହିତ ସୁସ୍ୱାଦୁ ଭୋଜନ କରିବେ । ବ୍ୟବସାୟରେ ଲାଭ ମିଳିବ, ନିର୍ମାଣାଧୀନ କାର୍ଯ୍ୟ ପାଇଁ ସହଯୋଗ ମିଳିବ।

କର୍କଟ:ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ। ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କିନ୍ତୁ ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ଘରକୁ ବନ୍ଧୁଙ୍କର ଆଗମନ ହେବାରୁ ମନ ଖୁସି ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ଦୂରସ୍ଥାନକୁ ଗଲାବେଳେ ସାବଧାନ ସହିତ ଯାଆନ୍ତୁ ଏବଂ କାହାରି ସହିତ କଳହ କରନ୍ତୁ ନାହିଁ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ।

କୁମ୍ଭ: ଆମୋଦପ୍ରମୋଦରେ ସମୟ ଅତିବାହିତ କରିବେ ଓ ସୁସ୍ୱାଦୁ ଭୋଜନ କରିବେ। ବ୍ୟବସାୟରେ ଲାଭ ମିଳିବାରୁ ମନ ଖୁସି ରହିବ ଏବଂ ଭ୍ରମଣ ଯୋଗ ରହିଛି। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଓ ଘରକୁ ଅତିଥିଙ୍କର ଆଗମନ ହେବ ।

ମୀନ:  ପାରିବାରିକ ସମସ୍ୟା ଦେଖାଯିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ ଓ ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବ। କର୍ମକ୍ଷେତ୍ରରେ ନିଜ ଲୋକ ଅସୁବିଧାରେ ପକାଇ ପାରନ୍ତି ସେଥିପାଇଁ ସତର୍କ ରୁହନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ନ ମିଳିବାରୁ ମନ ଭଲ ରହିବ ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story