୪ ଫେବ୍ରୁଆରୀ, ଶୁକ୍ରବାର: ଖଳଲୋକଙ୍କ କାନକୁହା କଥା ଯୋଗୁ ସମସ୍ୟାରେ ପଡ଼ିବେ

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ବନ୍ଧୁମାନଙ୍କ କଥାବାର୍ତ୍ତା ଆପଣଙ୍କ  ସମସ୍ୟା ବଢାଇ ଦେଇପାରେ ।  ନିର୍ଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ କ୍ରୋଧ ପ୍ରକାଶ କରିପାରନ୍ତି । ବିଳମ୍ବରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ବୃଷ: ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି ଆଶା ପୂରଣ କରିବେ । ନିର୍ମାଣାଧୀନ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ […]

RASI

RASI

Niharika Rout
  • Published: Friday, 04 February 2022
  • Updated: 04 February 2022, 08:11 AM IST

Sports

Latest News

ମେଷ: ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ବନ୍ଧୁମାନଙ୍କ କଥାବାର୍ତ୍ତା ଆପଣଙ୍କ  ସମସ୍ୟା ବଢାଇ ଦେଇପାରେ ।  ନିର୍ଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ କ୍ରୋଧ ପ୍ରକାଶ କରିପାରନ୍ତି । ବିଳମ୍ବରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।

ବୃଷ: ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି ଆଶା ପୂରଣ କରିବେ । ନିର୍ମାଣାଧୀନ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ  କରିବା ପାଇଁ ବାଧ୍ୟ ହେବେ ।

ମିଥୁନ: ଆଜି ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ । ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ ।  କଳା,ସାହିତ୍ୟ, କ୍ରୀଡା, ଚଳଚିତ୍ରରେ କାମ କରୁଥିଲେ ପୂର୍ବ  ସମସ୍ୟାର ସମାଧାନ ହୋଇଯିବ।

କର୍କଟ: ଆଜି ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାର କାରଣ ପାଲଟିବେ ।  ମତପାର୍ଥକ୍ୟ ଜନିତ ବାକ୍ ବିତଣ୍ଡା ସୃଷ୍ଟି ହେବାର ସମ୍ଭାବନା ରହିଛି। ବନ୍ଧୁଙ୍କ ପରାମର୍ଶରେ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ନିଜ ସାଧନାରେ ସଫଳତା ପାଇବେ  ।

ସିଂହ: ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭ କରି କାର୍ଯ୍ୟ ସାଧନ କରିବେ । ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ । ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ ।

କନ୍ୟା: ଆଜି କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି  ଦେଖାଦେବ।  ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖାଦେଇ ପାରେ । ବିଦ୍ୟାର୍ଥୀମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ତୁଳା: ଆଜି ପୂର୍ବ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। କୌଣସି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହୋଇ ସେଥିରେ ସଫଳ ହେବେ । କର୍ମକ୍ଷେତ୍ରରେ  ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ। ଯାହାକି ସାମୟିକ ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ ।

ବିଛା: ଆଜି କାର୍ଯ୍ୟ ସିଦ୍ଧି ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ।  ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ ।  ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ କାମ ସ୍ଥଗିତ ରହିପାରେ । ଉପରିସ୍ଥ ଅଧିକାରୀଙ୍କ ସହ ମତାନ୍ତର ହେବ ।

ଧନୁ: ଆଜି କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ  ପ୍ରଶଂସନୀୟ ହେବେ ।  ପରୋକ୍ଷ ଶତ୍ରୁତା କାରଣରୁ ଅପରାହ୍ନରେ ମନ ଭାରାକ୍ରାନ୍ତ ରହିବ । କୋର୍ଟ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ । ସମସ୍ତ କାର୍ଯ୍ୟରେ ସାହାଯ୍ୟ ଓ ସହଯୋଗ ପାଇବେ ।

ମକର: ଆଜି ଜଗିରଖି ଚଳନ୍ତୁ  । କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ ।  କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।  ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ  ମନାନ୍ତର ଦେଖା ଦେଇପାରେ । ବିଦ୍ୟାର୍ଥୀମାନେ ସଫଳତା ପାଇବେ ।

କୁମ୍ଭ: ଆଜି ଆପଣଙ୍କର ଦିନ ଖୁବ୍ ଭଲରେ କଟିବ। ବକେୟା ପ୍ରାପ୍ୟ ମିଳିବ । ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ ।  ବିବାଦରେ ନୂଆ ମୋଡ଼ ଦେଖାଦେବ  । ପୂର୍ବର ସମସ୍ୟା ସମାଧାନ ହୋଇଯିବ।  ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନ ନେବା ସହ ସମ୍ମାନ ପ୍ରାପ୍ତି ହେବେ। ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି ।

ମୀନ: ଆଜି ଆପଣଙ୍କ ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ । ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ । କୌଣସି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story