୪ଜାନୁଆରୀ, ମଙ୍ଗଳବାର: ନୂଆ କାର୍ଯ୍ୟ ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ

ମେଷ: ଆଜିର ଦିନ ଶୁଭଫଳ ପ୍ରଦାନ କରିବ। ମହିଳାମାନେ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ। ନୂଆ କାର୍ଯ୍ୟ ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ। ବୃଷ: ଆଜି କମ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର ହେବ। କୋର୍ଟ କଚେରିରେ ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ। ମିଥୁନ: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ […]

RASI

Tapaswini Nayak
  • Published: Tuesday, 04 January 2022
  • , Updated: 05 January 2022, 07:50 AM IST

ମେଷ: ଆଜିର ଦିନ ଶୁଭଫଳ ପ୍ରଦାନ କରିବ। ମହିଳାମାନେ ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ। ନୂଆ କାର୍ଯ୍ୟ ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ।

ବୃଷ: ଆଜି କମ ପରିଶ୍ରମରେ ଅଧିକ ଅର୍ଥ ରୋଜଗାର ହେବ। କୋର୍ଟ କଚେରିରେ ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ।

ମିଥୁନ: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ।

କର୍କଟ: ଆଜି ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହିତ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧାର୍ମିକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପଡ଼ିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ସିଂହ: ଆଜି ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁସମ୍ପର୍କ ରହିବ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବ।

କନ୍ୟା:  କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରିପାରିବେ। ଆକସ୍ମିକ ଧନଲାଭ ହେବ।

କନ୍ୟା: ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ମହିଳାମାନେ ଘରେ ବିଭିନ୍ନ ପ୍ରକାରର କାର୍ଯ୍ୟରେ ବ୍ୟସ୍ତ ରହିବେ। ଅର୍ଥ ଓ ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବ।

ତୁଳା: ଗୃହସ୍ଥ ଜୀବନରେ ସୁଖ ଓ ଶାନ୍ତି ରହିବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ବିଚ୍ଛା: ବିଦ୍ୟାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବାଦ-ବିବାଦ କରନ୍ତୁ ନାହିଁ। ମାନ-ସମ୍ମାନ ବଢ଼ିବ।

ମକର: ବହୁ ଦିନର ସ୍ୱପ୍ନ ଆଜି ବାସ୍ତବରେ ପରିଣତ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତ କରିବେ। ଘରକୁ ଅତିଥି ଆସିପାରନ୍ତି। ନୂଆ ଜାଗା କିଣି ପାରନ୍ତି।

କୁମ୍ଭ: ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କ ପାଇଁ ପରିସ୍ଥିତି ଅନୁକୂଳ ରହିବ।ଶତ୍ରୁମାନେ ପରାସ୍ତ ହେବେ।

ମୀନ: ନୂତନ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଘର କାର୍ଯ୍ୟକୁ ନେଇ ବ୍ୟସ୍ତ ରହିବେ।

 

 

Related story