୪ ଜୁଲାଇ, ମଙ୍ଗଳବାର: ବନ୍ଧୁଙ୍କ ଦ୍ୱାରା ଅପମାନିତ ହୋଇ ପାରନ୍ତି

ନୂତନ ନିଯୁକ୍ତି ମିଳିବାର ସମ୍ଭାବନା ରହିଛି। ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍ ପରିଶ୍ରମ କରି ଶେଷରେ କୃତକାର୍ଯ୍ୟ ହେବେ। ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସହାନୁଭୂତିର ହାତ ବଢ଼ାଇବେ।

Rashi

Representational Image

Niharika Rout
  • Published: Tuesday, 04 July 2023
  • Updated: 04 July 2023, 07:41 AM IST

Sports

Latest News

ମେଷ:  ନୂତନ ନିଯୁକ୍ତି ମିଳିବାର ସମ୍ଭାବନା ରହିଛି। ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍ ପରିଶ୍ରମ କରି ଶେଷରେ କୃତକାର୍ଯ୍ୟ ହେବେ। ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସହାନୁଭୂତିର ହାତ ବଢ଼ାଇବେ। ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ।

ବୃଷ : ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ। ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତଭେଦ ଘଟିପାରେ, ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହୋଇପାରେ ।

ମିଥୁନ: ପାରିବାରିକ ସମସ୍ୟାକୁ ନେଇ ମନ ଅସ୍ଥିର ରହିବ। ମହିଳାମାନେ ବିଷାଦଗ୍ରସ୍ତ ହେବେ। ଯେଉଁମାନଙ୍କୁ ସାହାଯ୍ୟ ସହଯୋଗ କରିଥିଲେ ପରୋକ୍ଷରେ ସେମାନେ ଆପଣଙ୍କ ବିପକ୍ଷରେ ଯିବେ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ, ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ।

କର୍କଟ: କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଜୀବନ ସାଥୀର ସହଯୋଗ ପାଇବେ । ଅଚାନକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍ ବିଜୟୀ ହେବେ । ସୁସମାଚାର ଶୁଣି ଆନନ୍ଦିତ ହେବେ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ବହୁଦିନର ଆଶା ପୂରଣ ହେବ। ଯଶ, ମାନ ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ବାଣିଜ୍ୟ ବ୍ୟବସାୟରେ ଆୟ ମଧ୍ୟମ ହେବ । ବିଦ୍ୟାର୍ଥୀ ଓ କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।

କୁମ୍ଭ: ଅଟକିଥିବା କାମକୁ ପୁଣି ଆରମ୍ଭ କରି ସମ୍ପୂର୍ଣ୍ଣ କରିବେ । ବ୍ୟବସାୟରେ ଆୟ ବୃଦ୍ଧି ଘଟିବ। ପୂର୍ବର ଯୋଜନାକୁ ପରିବର୍ତ୍ତିତ କରି ପ୍ରଶଂସିତ ହେବେ, ବକେୟା ଅର୍ଥ ଆଦାୟ ପାଇଁ ଦିନଟି ଅନୁକୂଳ ରହିବ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।

ମୀନ: ଆକସ୍ମିକ ଧନଲାଭର ଯୋଗ ରହିଛି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ଓ ଶୁଭଫଳ ମିଳିବ । ଶାରୀରିକ ମାନସିକ ଓ ପାରିବାରିକ ଅଭିବୃଦ୍ଧି ଘଟିବ, ମହିଳାମାନେ ଆନନ୍ଦିତ ହେବେ । ବିଦ୍ୟାର୍ଥୀମାନଙ୍କୁ ସଫଳତା ମିଳିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story