୪ ମେ’, ଗୁରୁବାର: ଆକସ୍ମିକ ଧନଲାଭ ହେବ

କମ୍ ପରିଶ୍ରମରେ ଅଧିକ ଅର୍ଥ ରୋଜଗାରର ହେବ । ଆକସ୍ମିକ ଧନଲାଭ ହେବ । କୋର୍ଟ-କଚେରୀର ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ ।

Rashi

Representational Image

Niharika Rout
  • Published: Thursday, 04 May 2023
  • Updated: 04 May 2023, 07:38 AM IST

Sports

Latest News

ମେଷ: ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ଶାରୀରିକ, ମାନସିକ ଜୀବନ ସୁଖପ୍ରଦ ହେବ ଏବଂ ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ । ମହିଳାମାନେ ଧୈର୍ଯ୍ୟ, ଆତ୍ମବିଶ୍ୱାସ ରଖି କାର୍ଯ୍ୟ କଲେ ସୁଫଳ ନିଶ୍ଚୟ ପାଇବେ ।

ବୃଷ : କମ୍ ପରିଶ୍ରମରେ ଅଧିକ ଅର୍ଥ ରୋଜଗାରର ହେବ । ଆକସ୍ମିକ ଧନଲାଭ ହେବ । କୋର୍ଟ-କଚେରୀର ବିଚାରଧୀନ ମାଲିମୋକଦମାରେ ଜୟଯୁକ୍ତ ହେବେ । ପରିବାରରେ ସୁଖ-ଶାନ୍ତି ବଜାୟ ରହିବ । ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ ।

ମିଥୁନ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ମିଳିବ । ନୂତନ ବନ୍ଧୁ ସହ ସମ୍ପର୍କ ସ୍ଥାପନ ହେବ । ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ବିଦ୍ୟାର୍ଥିମାନେ ପଢାପଢିରେ କୃତକାର୍ଯ୍ୟ ହେବେ।

କର୍କଟ: ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ।

ସିଂହ: ସାହିତ୍ୟ, କଳା ଓ କ୍ରିଡା କ୍ଷେତ୍ରରେ ପ୍ରଶଂସା ମିଳିବା ସହ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଯୋଗେ ଉନ୍ନତମାନର ଫଳ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟ ହେବ ।

କୁମ୍ଭ: ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ସମର୍ଥ ହେବେ। ମିତ୍ରମାନଙ୍କ ସହିତ ସାକ୍ଷାତ ହେବ, ଫଳରେ ମନ ଆନନ୍ଦିତ ରହିବ । ଭାଇମାନଙ୍କ ସହିତ ସୁସମ୍ପର୍କ ରହିବ। ନିଜ କାର୍ଯ୍ୟଧାରାକୁ ଅଧିକ କ୍ରିୟାଶୀଳ କରିବାକୁ ଅଗ୍ରସର ହେବେ ।

ମୀନ: କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ, ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖନ୍ତୁ । ମଧ୍ୟାହ୍ନ ପରେ ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story