୪ ନଭେମ୍ୱର, ରବିବାର: ପ୍ରତିଦ୍ୱଦ୍ୱୀଙ୍କ ଠାରୁ ବିଜୟୀ ହେବେ

ମେଷ: ବ୍ୟବସାୟରେ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ। ବୃଷ: ଦିନଟି ଭଲରେ କଟିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ପରିବାରରେ ହସଖୁସିର ପରିବେଶ ରହିବ। ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଅନୁଭବ କରିବେ। କର୍କଟ: କାର୍ଯ୍ୟରେ ସଫଳତା ମିଳିବ। ଯାତ୍ରା କରିପାରନ୍ତି। ମାନ-ସମ୍ମାନ ମିଳିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ […]

Rasi-Fala

Jyoshna Pradhan
  • Published: Sunday, 04 November 2018
  • , Updated: 04 November 2018, 07:33 AM IST

ମେଷ: ବ୍ୟବସାୟରେ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ସାକ୍ଷାତ କରିବେ।

ବୃଷ: ଦିନଟି ଭଲରେ କଟିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ପରିବାରରେ ହସଖୁସିର ପରିବେଶ ରହିବ।

ମିଥୁନ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଅନୁଭବ କରିବେ।

କର୍କଟ: କାର୍ଯ୍ୟରେ ସଫଳତା ମିଳିବ। ଯାତ୍ରା କରିପାରନ୍ତି। ମାନ-ସମ୍ମାନ ମିଳିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଧନପ୍ରାପ୍ତି ଯୋଗ ରହିଛି। ଶରୀର ସୁସ୍ଥ ରହିବ। ବୁଝିବିଚାରି କାମ କରନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ତୁଳା:  ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇପାରନ୍ତି। ଚିନ୍ତିତ ରହିବ। ପାଚନ ତନ୍ତ୍ରରେ ଯନ୍ତ୍ରଣା ଅନୁଭବ କରିବେ।

ବିଚ୍ଛା: ଶୁଭ ଖବର ଶୁଣି ପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ବିଦେଶ ଯାତ୍ରା କରିବାର ଯୋଜନା କରିପାରନ୍ତି। ଖର୍ଚ୍ଚ ବଢ଼ିବ। ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହି ପାରନ୍ତି।

ମକର: ପ୍ରତିଦ୍ୱଦ୍ୱୀଙ୍କ ଠାରୁ ବିଜୟୀ ହେବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ନୂତନ ଯାନବାହନ କିଣି ପାରନ୍ତି।

କୁମ୍ଭ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

Related story