୪ ନଭେମ୍ବର, ଶନିବାର; ସାଧାରଣ କଳହକୁ ନେଇ ମର୍ମାହତ ହେବେ

ପୂର୍ବରୁ ଦେଖାଦେଇଥିବା ସମସ୍ୟା ଦୂର ହୋଇଯିବ ଓ ଶତ୍ରୁମାନେ ପରାଜିତ ହେବେ। ଜଗିରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ । ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ।

Rashi

Representational Image

Niharika Rout
  • Published: Saturday, 04 November 2023
  • Updated: 04 November 2023, 07:44 AM IST

Sports

Latest News

ମେଷ: ଆପଣଙ୍କର ପାରିବାରିକ ଜୀବନ ସୁଖମୟ ହେବ । ଆଶା କରୁଥିବା ଦିଗରୁ ସଫଳତା ମିଳି॥ କର୍ମକ୍ଷେତ୍ରରେ ଦେଖାଦେଇଥିବା ସମସ୍ୟାର ସମାଧାନ ହୋଇଯିବ ଏବଂ ଗୃହିଣୀମାନେ ପରିବାରରେ ଆଦରଣୀୟା ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ, ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ : ପାରିବାରିକ ଜୀବନ ସୁଖମୟ ହେବ । ସୁସ୍ୱାଦୁ ଭୋଜନ ମିଳିବ ଏବଂ ସମସ୍ତ ଆଶା ଅଭିଳାଷ ପୂରଣ ହେବ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ନିଜର ଦକ୍ଷତା ଯୋଗ୍ୟତା ବଳରେ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ।

ମିଥୁନ: ପୂର୍ବରୁ ଦେଖାଦେଇଥିବା ସମସ୍ୟା ଦୂର ହୋଇଯିବ ଓ ଶତ୍ରୁମାନେ ପରାଜିତ ହେବେ। ଜଗିରଖି ଭାବିଚିନ୍ତି କାର୍ଯ୍ୟ କରନ୍ତୁ । ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ। ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ।

କର୍କଟ: ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠପଢାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭ ହେବ ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ଶାରୀରିକ ମାନସିକ ଆର୍ଥିକ ଅଭିବୃଦ୍ଧି ଘଟିବ । ଶତୃମାନେ ପରାଜିତ ହେବେ ଏବଂ ଆୟ ବୃଦ୍ଧି ପାଇବ ।କ୍ରୀଡା, କଳା, ସାହିତ୍ୟ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ମିଳିବ ଏବଂ ପୂର୍ବର ଯୋଜନା ଅନୁଯାୟୀ କାର୍ଯ୍ୟ କରି ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖାଦେବ । ଯାହାକୁ ନେଇ ମର୍ମାହତ ହେବେ । ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ । ପିତା ମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ।

ମୀନ: ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ସହାନୁଭୂତି ମିଳିବ। ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ। ପିତା ମାତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ, ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବା ସହ ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story