୪ ଅକ୍ଟୋବର, ମଙ୍ଗଳବାର: ହସଖୁସିରେ ସମୟ ଅତିବାହିତ କରିବେ

ମେଷ:ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି। ବନ୍ଧୁମାନଙ୍କ କଥାବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ। ବୃଷ: ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ। ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ। ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ। କର୍କଟ:  […]

RASI

RASI

Tapaswini Nayak
  • Published: Tuesday, 04 October 2022
  • Updated: 04 October 2022, 01:29 PM IST

Sports

Latest News

ମେଷ:ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି। ବନ୍ଧୁମାନଙ୍କ କଥାବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ।

ବୃଷ: ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ। ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ।

ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ।

କର୍କଟ:  ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପଡିବେ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ନିଜ ସାଧନାରେ ସଫଳତା ପାଇବେ।

ସିଂହ: ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟସାଧନ କରିବେ। ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ।

କନ୍ୟା: ଆଜି କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି ଦେଖାଦେବ। ମହିଳାମାନେ ପ୍ରଶଂସନୀୟ ହେବେ। ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖାଦେଇପାରେ।

ତୁଳା: ହସଖୁସିରେ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ। ସନ୍ତାନମାନଙ୍କ କାର୍ଯ୍ୟକଳାପ ବାପାମା’ଙ୍କ ମନରେ ଅଶାନ୍ତି ସୃଷ୍ଟି କରିବ।

ବିଛା: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ସୁସ୍ୱାଦୁ ଭୋଜନ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଭ୍ରମଣ ଯୋଗ ରହିଛି। ନୂତନ ଚାକିରିର ସୁଯୋଗ ମିଳିବ।

ଧନୁ: ପାରିବାରିକ ସମସ୍ୟା ଯୋଗୁ କ୍ରୋଧିତ ହେବେ। କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବଢ଼ିବେ। ତେଣୁ ସତର୍କ ରହିବାକୁ ପଡ଼ିବ। ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ, ନହେଲେ ଅସୁବିଧାରେ ପଡ଼ିବେ।

ମକର: ଅଧା ରହିଥିବା କାର୍ଯ୍ୟକୁ ସାହସର ସହିତ ସମ୍ପୂର୍ଣ୍ଣ କରିପାରିବେ। ଭାତୃବିବାଦ ଦୂରେଇଯିବ ଓ ପାରିବାରିକ ସମସ୍ୟାର ସମାଧାନ ହେବ। ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ସୁଯୋଗ ଆସିବାରୁ ମନ ଖୁସି ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ। ରାଜନୀତିରେ ସଫଳତା ପାଇପାରିବେ। ନୂଆ ଘର କରିବା ପାଇଁ ନିଜର ଅତି ଘନିଷ୍ଠ ବନ୍ଧୁଙ୍କର ପରାମର୍ଶ ନେବେ। ଭାବୁଥିବା କାର୍ଯ୍ୟ ସଂପନ୍ନ ହେବ।

ମୀନ: ଦାମ୍ପତ୍ୟ ଜୀବନ ଭଲ ରହିବ। ନୂଆ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ। ଭୂମି, ଗାଡ଼ି ଆଦି କ୍ରୟ କରିବା ପାଇଁ ସୁଯୋଗ ମିଳିବ। ବଡ଼ ବ୍ୟବସାୟ ପାଇଁ ମନ ବଳାଇବେ ଓ ସେଥିପାଇଁ ବନ୍ଧୁଙ୍କର ସହଯୋଗ ଲୋଡ଼ିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story