୪ ଅକ୍ଟୋବର, ବୁଧବାର; ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହେବେ

ଆପଣଙ୍କ ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ ।

Rashi

Representational Image

Niharika Rout
  • Published: Wednesday, 04 October 2023
  • Updated: 04 October 2023, 07:46 AM IST

Sports

Latest News

ମେଷ: ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ସାମନ୍ୟ କଥାକୁ ନେଇ ପାରିବାରିକ ସମସ୍ୟା ଦେଖାଦେଇପାରେ । ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ନିର୍ଦ୍ଦିଷ୍ଟ ସମୟରେ କାମ ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ବୃଷ: ବନ୍ଧୁଙ୍କ ସାହାଯ୍ୟ ଲାଭ କରି ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ବକେୟା ଅର୍ଥ ହସ୍ତଗତ ହେବ । ନିର୍ମାଣାଧୀନ କାମକୁ ତ୍ୱରାଦନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ । ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

ମିଥୁନ: ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ । ନିଜର ବୁଦ୍ଧି ବିବେକ ବଳରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ କରିବା ପାଇଁ ସମର୍ଥ ହେବେ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ କାର୍ଯ୍ୟ କରୁଥିଲେ ନିଜର ଦକ୍ଷତା ପ୍ରତିପାଦନ କରି ସମ୍ମାନିତ ହେବେ ।

କର୍କଟ: ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଶତ୍ରୁମାନେ ଶତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଦୂରଯାତ୍ରା କଲେ ହଇରାଣ ହେବାକୁ ପଡିପାରେ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ ।

କୁମ୍ଭ: ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ତିକ୍ତତା ଦୂର ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ମୀନ: ଆପଣଙ୍କ ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ବିଜୟ ଲାଭ କରିବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story