୪ ସେପ୍ଟେମ୍ବର, ଶନିବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଘରକୁ ଅତିଥି ଆସିପାରନ୍ତି। ଛାତ୍ରଛାତ୍ରୀମାନେ ଭବିଷ୍ୟତ ଲାଗି ସୁସମ୍ବାଦ ପାଇବେ। ବୃଷ: କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡିପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ । ମିଥୁନ: ଦୂରସ୍ଥାନକୁ ଯାତ୍ରା କରିପାରିନ୍ତି। ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବାରୁ ମନ ଭଲ ରହିବ ନାହିଁ। […]

RASI

RASI

Tapaswini Nayak
  • Published: Saturday, 04 September 2021
  • Updated: 04 September 2021, 07:52 AM IST

Sports

Latest News

ମେଷ: ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ। ଘରକୁ ଅତିଥି ଆସିପାରନ୍ତି। ଛାତ୍ରଛାତ୍ରୀମାନେ ଭବିଷ୍ୟତ ଲାଗି ସୁସମ୍ବାଦ ପାଇବେ।

ବୃଷ: କର୍ମକ୍ଷେତ୍ରରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡିପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ ।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରିପାରିନ୍ତି। ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି ଅବଶ୍ୟ ପାଇବେ । ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବାରୁ ମନ ଭଲ ରହିବ ନାହିଁ।

କର୍କଟ: ଆଜି ବିଳମ୍ବିତ ସମୟରେ ସମସ୍ତ କାର୍ଯ୍ୟ ସାଧିତ ହେବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତି ହୋଇପାରେ।

ସିଂହ: ପ୍ରତ୍ୟେକ ପରିସ୍ଥିତିକୁ ସମାଧାନ କରିବା ଦିଗରେ ସାହାଯ୍ୟ ସହଯୋଗ ମିଳିବ।  ଛାତ୍ରଛାତ୍ରୀମାନେ ପାଠପଢାରେ ଉନ୍ନତି କରିବେ। ପାରିବାରିକ ଜୀବନ ସୁଖମୟ ରହିବା ସହିତ ଭ୍ରମଣ ଯୋଗ ରହିଛି।

କନ୍ୟା: ବ୍ୟସ୍ତତା ଭିତରେ ଦିନଟି କଟିବ। ଘର ପାଇଁ  କିଛି ଜିନିଷ  କିଣିପାରନ୍ତି। ଆୟ ଅପେକ୍ଷା ବ୍ୟୟ ହେବ।

ତୁଳା: ଆଜି ଖୁସି ଖବର ମିଳିବ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସିତ ହେବେ।

ବିଛା: କୌଣସି ଏକ ସମସ୍ୟାକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ପତ୍ନୀଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି । ଆର୍ଥିକ ଦିଗରେ ସଫଳତା ହାସଲ କରିବେ। ବକେୟା ଦରମା ହସ୍ତଗତ ହେବ।

ଧନୁ: ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ବନ୍ଧୁଙ୍କ ସହିତ ବାହାରକୁ ବୁଲିବାକୁ ଯିବେ। କୌଣସି ଏକ ସମସ୍ୟାକୁ ନେଇ ମନରେ ଭୟ ବଢିବ , ସେଥିପାଇଁ ଧୈର୍ଯ୍ୟ ରଖିବାକୁ ପଡିବ।

ମକର: ସାମାଜିକ କାର୍ଯ୍ୟରେ ଅଧିକ ସମୟ ଦେବେ। ମାନସମ୍ମାନ ଏବଂ ଯଶପ୍ରାପ୍ତି ମିଳିବ। ବ୍ୟବସାୟରେ ଧନ ଲାଭ ହେବ।

କୁମ୍ଭ: କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ।  ନୂତନ ଜମି ବା ଘର ଆଦି କ୍ରୟ କରିବାର ସୁଯୋଗ ପାଇବେ।

ମୀନ:ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ।  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story