୪ ସେପ୍ଟେମ୍ବର, ସୋମବାର: ବନ୍ଧୁଙ୍କ ସହ ମନୋମାଳିନ୍ୟ ହେବ

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ ।

Rashi

Representational Image

Niharika Rout
  • Published: Monday, 04 September 2023
  • Updated: 04 September 2023, 07:37 AM IST

Sports

Latest News

ମେଷ:  ପାରିବାରିକ ଜୀବନ ସୁଖମୟ ହେବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ ଏବଂ ଧନ ମାନ ସମ୍ମାନ ପ୍ରାପ୍ତିର ଯୋଗ ରହିଛି। ସନ୍ତାନ ସନ୍ତତିମାନେ ନିଜର ଦକ୍ଷତା ଯୋଗ୍ୟତା ବଳରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ। ମହିଳାମାନେ ପରିବାରରେ ଆଦରଣୀୟା ହେବେ । ବ୍ୟବସାୟ କ୍ଷେତ୍ରରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ

ବୃଷ: ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି ଏବଂ ବାଣିଜ୍ୟ, ବ୍ୟବସାୟ ଓ ପରିବହନରୁ ଲାଭବାନ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି । ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ।

ମିଥୁନ:  ସନ୍ତାନମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଛାତ୍ରଛାତ୍ରୀ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ ।

କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଲାଗିରହିଥିବା ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟୀମାନେ ଆଶାନୁରୂପ ଲାଭ ପାଇବେ । ଶତ୍ରୁମାନେ ମିତ୍ର ଭାବ ଆଚରଣ କରିବେ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଚ୍ଛା: ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।

ଧନୁ: ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ, ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚଶିକ୍ଷା ଲାଭ କରିବାର ସୁଯୋଗ ପାଇବେ ଓ ଛାତ୍ରଛାତ୍ରୀ ମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ ।

ମକର : ସ୍ୱାସ୍ଥ୍ୟ ଆଗ ଅପେକ୍ଷା ବହୁତ ଭଲ ରହିବ ଓ ଘରକୁ ବନ୍ଧୁଙ୍କର ଆଗମନ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜ ସେବାରେ ମନ ବଳାଇଲେ ମଧ୍ୟ ଅଶାନ୍ତି ସୃଷ୍ଟି ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଭ୍ରମଣ କରିବେ ଓ ସୁସ୍ୱାଦୁ ଭୋଜନ କରିବେ।

କୁମ୍ଭ: ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ବିଚଳିତ ରହିବ। ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ତରଳ ଜାତୀୟ ବାଣିଜ୍ୟ ବ୍ୟବସାୟ କରୁଥିଲେ ଲାଭବାନ ହେବେ । ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ।

ମୀନ: ବସ୍ତ୍ର ଆଭୂଷଣ ପ୍ରାପ୍ତିର ଯୋଗ ରହିଛି । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ, ଶତ୍ରୃମାନେ ପରାଜିତ ହେବେ । ଛାତ୍ରଛାତ୍ରୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ, ଦକ୍ଷତା ଯୋଗ୍ୟତା ବଳରେ କର୍ମ ନିଯୁକ୍ତି ପାଇବାର ସମ୍ଭାବନା ଅଧିକ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story