୫ ଏପ୍ରିଲ, ମଙ୍ଗଳବାର; ଅଳ୍ପ ପରିଶ୍ରମରେ ଅଧିକ ଅର୍ଥ ଉପାର୍ଜନ କରିବେ

ମେଷ:  ଯେ କୌଣସି କାର୍ଯ୍ୟ କରିବେ, ସେଥିରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟାର ସମାଧାନ ହେବ, ଯାହା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ବୃଷ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ । ବହୁ ଦିନର ଆଶା ଅଭିଳାଷ ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହେବ । ଆୟ ବୃଦ୍ଧି ଘଟିବ। ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ […]

RASI

RASI

Niharika Rout
  • Published: Tuesday, 05 April 2022
  • Updated: 05 April 2022, 07:47 AM IST

Sports

Latest News

ମେଷ:  ଯେ କୌଣସି କାର୍ଯ୍ୟ କରିବେ, ସେଥିରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ପାରିବାରିକ ସମସ୍ୟାର ସମାଧାନ ହେବ, ଯାହା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ।

ବୃଷ: ଆଜି ଆପଣ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ । ବହୁ ଦିନର ଆଶା ଅଭିଳାଷ ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହେବ । ଆୟ ବୃଦ୍ଧି ଘଟିବ। ପାରିବାରିକ ଓ ଗୃହସ୍ଥ ଜୀବନ ସୁଖମୟ ହେବ ।

ମିଥୁନ: ଅଳ୍ପ ପରିଶ୍ରମରେ ଅଧିକ ଅର୍ଥ  ଉପାର୍ଜନ କରିବେ । ପୂର୍ବ ଅପେକ୍ଷା ବ୍ୟବସାୟରେ ଆୟ ବୃଦ୍ଧି ଘଟିବ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ଦେଖା ଦେବ ।

 କର୍କଟ: ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେବେ । ପୂର୍ବରୁ ଲାଗି ରହିଥିବା  ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ଶତ୍ରୁମାନେ ମିତ୍ରଭାବ ଆଚରଣ କରିବେ ।

ସିଂହ:  ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ ।

କନ୍ୟା: ଆଜି କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ।

ତୁଳା: ଆଜି ଯେ କୌଣସି କାର୍ଯ୍ୟରେ ହାତ ଦେବେ, ସେଥିରେ ସଫଳ ହେବେ । ବ୍ୟବସାୟ ବାଣିଜ୍ୟରେ ଲାଭବାନ୍ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ।

 ବିଛା: ଶରୀର ସୁସ୍ଥ ରହିବ ଓ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଅଟକିଥିବା କାର୍ଯ୍ୟ ସଫଳତାପୂର୍ବକ ସମ୍ପନ୍ନ ହେବ  ।

ଧନୁ: ଆଜି ପାରିବାରିକ ଜୀବନ ସୁଖପ୍ରଦ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ ।  ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଲାଗି ରହିଥିବା ଅଶାନ୍ତିର ସମାଧାନ ହେବ ।

ମକର: ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ  । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ।

କୁମ୍ଭ: ଆଜି ଅସମ୍ପୂର୍ଣ୍ଣ କାର୍ଯ୍ୟ କରି ପ୍ରଶଂସା ପାଇବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଶୁଭପ୍ରଦ ହେବ । ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ। ଛାତ୍ର-ଛାତ୍ରୀମାନେ ପ୍ରତିଯୋଗିତାମୂଳ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ମୀନ:  କର୍ମ କ୍ଷେତ୍ରରେ ମାନ ସମ୍ମାନ ପ୍ରତିଷ୍ଠା ମିଳିବ । ବ୍ୟବସାୟରେ ଉନ୍ନତି ଫଳରେ ଆଶାତୀତ ଲାଭବାନ୍ ହେବେ । ପରିବାରରେ ମନାନ୍ତର ହେବାରୁ ମନ ଭାରାକ୍ରାନ୍ତ ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story